ଓଡ଼ିଶାରେ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶାରୁ ଗଡ଼ିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍ । ପୁରୀ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ । ୮୫ ହଜାର କୋଟି ଟଙ୍କାର ୬ ହଜାର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହା ସହ … Read More