ଦୟା ନଦୀରୁ ମଣିଷ କଙ୍କାଳ ଉଦ୍ଧାର

ଭୁବନେଶ୍ବର : ଦୟା ନଦୀରୁ ମଣିଷ କଙ୍କାଳ ଉଦ୍ଧାର କରାଯାଇଛି। ଭୁବନେଶ୍ୱର ଉପକଣ୍ଠ ଧଉଳି ଖଟୁଆପଡ଼ା ନିକଟ ଦୟା ନଦୀରୁ ଏହି କଙ୍କାଳ ଉଦ୍ଧାର ହୋଇଛି। ତେବେ ଏହା ପୁରୁଷ ଲୋକର କଙ୍କାଳ ନା ଜଣେ ମହିଳାଙ୍କର ତାହା ସ୍ପଷ୍ଟ ହୋଇନାହିଁ। … Read More

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ବର: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଯେଉଁଥିପାଇଁ ତାତିରେ ଲାଗିବ ବ୍ରେକ୍‌। ଦିନର ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବ। ଆଗାମୀ ୨ରୁ ୩ ଦିନ ପର୍ଯ୍ୟନ୍ତ ଏପରି ତାପମାତ୍ରା ରହିବ। … Read More

ଛାତ୍ର କଂଗ୍ରେସର ନବୀନ ନିବାସ ଘେରାଉ: ପୁଲିସ-ଛାତ୍ର କଂଗ୍ରେସ କର୍ମକର୍ତ୍ତା ଧସ୍ତାଧସ୍ତି

ଭୁବନେଶ୍ବର: ଆଜି ଛାତ୍ର କଂଗ୍ରେସ ପକ୍ଷରୁ ନବୀନ ନିବାସ ଘେରାଉ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ‘ଛାତ୍ର ଆଣିବେ ପରିବର୍ତ୍ତନ’ କାର୍ଯ୍ୟକ୍ରମରେ ଆଜି ଛାତ୍ର କଂଗ୍ରେସର କର୍ମକର୍ତ୍ତା ଏକ ବିକ୍ଷୋଭ ସମାବେଶରେ ରାଜମହଲ ଛକ ନିକଟରୁ ବାହାରି ଶିଶୁ ଭବନ ଛକ ଦେଇ … Read More

୩୨ ବର୍ଷର ଲଢ଼େଇ, ମୃତ୍ୟୁ ପରେ ମିଳିଲା ନ୍ୟାୟ

କଟକ: ଦୀର୍ଘ ୩୨ ବର୍ଷର ନ୍ୟାୟିକ ଲଢ଼େଇ ଏବଂ ମୃତ୍ୟୁର ୪ ବର୍ଷ ପରେ ଜଣେ ବ୍ୟକ୍ତିଙ୍କୁ ହାଇକୋର୍ଟରୁ ନ୍ୟାୟ ମିଳିଛି। ନ୍ୟାୟ ପାଇଥିବା ଏହି ବ୍ୟକ୍ତି ଜଣକ ହେଉଛନ୍ତି ପୁଲିସ କନଷ୍ଟେବଳ ଚାକିରି କରିଥିବା ସ୍ବର୍ଗତ ଦୁର୍ଯୋଧନ ବେହେରା। ସାମାନ୍ୟ … Read More

ମାଲକାନଗିରି ସବୁବେଳେ, ସବୁ କାମରେ ମୋର ପ୍ରଥମ ପସନ୍ଦ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରବାର ଦିନ ମାଲକାନଗିରି ଜିଲ୍ଲା ବଡପଡାରେ ନୂତନ ଅତ୍ଯାଧୁନିକ ଶିକ୍ଷା ସୌଧର ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ମାଲକାନଗିରି ସବୁବେଳେ, ସବୁ କାମରେ ମୋର ପ୍ରଥମ ପସନ୍ଦ ହୋଇ ରହିଆସିଛି। ଟଙ୍କିକିଆ ଚାଉଳ … Read More

ଏମ୍‌ସ ଭୁବନେଶ୍ୱରକୁ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଏସିଆ ସେଫ୍‌ ସର୍ଜିକାଲ୍ ଇମ୍ପ୍ଲାଣ୍ଟ କନସୋର୍ଟିୟମ୍ ପୁରସ୍କାର

ଭୁବନେଶ୍ୱର: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ମର୍ଯ୍ୟାଦାଜନକ ଏସିଆ ସେଫ୍ ସର୍ଜିକାଲ୍ ଇମ୍ପ୍ଲାଣ୍ଟ କନ୍ସୋର୍ଟିୟମ୍ କ୍ୟୁଆଇପି ପୁରସ୍କାର ୨୦୨୩ରେ ସମ୍ମାନିତ ହୋଇଛି ଏମ୍‌ସ ଭୁବନେଶ୍ୱର। ହସ୍‌ପିଟାଲରେ ବ୍ୟବହୃତ ବିଭିନ୍ନ ଯାନ୍ତ୍ରିକ ଉପକରଣର ଗୁଣବତ୍ତା ଏବଂ ପ୍ରତିରୋପଣ ପ୍ରକ୍ରିୟାକରଣକୁ ନେଇ ହେଉଥିବା … Read More

ନକ୍ସଲ-ଯବାନଙ୍କ ମଧ୍ୟରେ ଗୁଳିବିନିମୟ: ମାଓ ସାମଗ୍ରୀ ଜବତ, କ୍ରସ ଫାଇରିଂରେ ଜଣେ ସ୍ଥାନୀୟ ମହିଳା ଆହତ

ମାଲକାନଗିରି: ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାର ବୋଡଗା ଜଂଗଲରେ ନକ୍ସଲ ଓ ଯବାନଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏହି ଗୁଳିବିନିମୟରେ ବହୁ ନକ୍ସଲ ଆହତ ହୋଇଥିବା ସୂଚନା ମିଳିଛି। ଜଣେ ସ୍ଥାନୀୟ ମହିଳା ମଧ୍ୟ ଆହତ ହୋଇଥିବା ସୂଚନା ମିଳିଛି। ଘଟଣା … Read More

ମେଣ୍ଟକୁ ନେଇ ବିଜେଡ଼ିରେ ନିରବଚ୍ଛିନ୍ନ ନୀରବତା ଅବ୍ୟାହତ

ଭୁବନେଶ୍ବର : ରାଜ୍ୟରେ ବିଜେପି ଓ ବିଜେଡି ମଧ୍ୟରେ ନିର୍ବାଚନୀ ମେଂଟକୁ ନେଇ ଚାଲିଥିବା ଚର୍ଚ୍ଚା ଆଜି ପୁଣିଥରେ ନାଟକୀୟ ମୋଡ଼ ନେଇଛି। ବିଗତ ଏକ ସପ୍ତାହ ଧରି ସମ୍ଭାବ୍ୟ ମେଂଟକୁ ନେଇ ବିଜେଡି ମୁହଁ ଖୋଲୁନଥିବାବେଳେ ରାଜ୍ୟ ବିଜେପି ପକ୍ଷରୁ … Read More

ବଢ଼ିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ

ଭୁବନେଶ୍ବର : ରାଜ୍ୟ ସରକାର ଆଜି ଶ୍ରମିକଙ୍କ ପାଇଁ ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଚାରୋଟି ବର୍ଗ ଯଥା- ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି … Read More

ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ ଓ ସରକାର ଗଠନ କରିବ – ମନମୋହନ ସାମଲ

ଭୁବନେଶ୍ୱର: ଦିଲ୍ଲୀରୁ ଫେରିବା ପରେ ଆଜି ସକାଳେ ମାପିଚୁପି ମନ୍ତବ୍ୟ ରଖିଥିବା ବିଜେପି ସଭାପତି ମନମୋହନ ସାମଲ କିନ୍ତୁ ପୁଣି ଥରେ ନିଜ ପୁରୁଣା କଥା ଦୋହରାଇଛନ୍ତି। ମଧ୍ୟାହ୍ନ ସମୟରେ ମନମୋହନ ଦେଇଥିବା ମନ୍ତବ୍ୟରେ ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ ଓ … Read More