ରାଜ୍ୟ କଂଗ୍ରେସର ନିର୍ବାଚନୀ ଇସ୍ତାହାର, ଦେଲା ୯ ଗ୍ୟାରେଣ୍ଟି
ଭୁବନେଶ୍ବର : ଓଡ଼ିଶାରେ ତେଲେଙ୍ଗାନା ଫର୍ମୁଲା ଆପଣାଇଲା କଂଗ୍ରେସ। ରାଜ୍ୟ କଂଗ୍ରେସ ଆଜି ଘୋଷଣା କରିଛି ନିଜ ନିର୍ବାଚନ ଇସ୍ତାହାର। ବିଜେପି ‘ମୋଦି ଗ୍ୟାରେଣ୍ଟି’ ଦେଇଥିବା ବେଳେ କଂଗ୍ରେସ ଏହାକୁ ଚେକ ଦେବାକୁ ଚେଷ୍ଟା କରିଛି। ସେଥିପାଇଁ ୯ଟି ଗ୍ୟାରେଣ୍ଟି ଲଞ୍ଚ … Read More