ଆଗାମୀ ୧୦ ବର୍ଷ ଆମ ପାଇଁ ନିର୍ଣ୍ଣାୟକ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପଞ୍ଚମପାଳିର ଶେଷ କ୍ୟାବିନେଟରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିଭାଷଣ ରଖିଛନ୍ତି। ସେ ତାଙ୍କ ଅଭିଭାଷଣରେ କହିଛନ୍ତି କି, ଓଡ଼ିଶାର ଭବିଷ୍ୟତ ଉଜ୍ୱଳ। ୧୯୩୬ ମସିହାରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ମାନ୍ୟତା ପାଇଥିଲା, ତେଣୁ ୨୦୩୬ ମସିହାରେ ଓଡ଼ିଶା ଶତବାର୍ଷିକ … Read More