ହାତ ଛାଡ଼ିଲେ ବିଧାୟକ ଅଧିରାଜ ପାଣିଗ୍ରାହୀ
ଭୁବନେଶ୍ବର : କଂଗ୍ରେସକୁ ପୁଣି ଏକ ଝଟକା ଲାଗିଛି। ନୂଆପଡ଼ା ଜିଲ୍ଲା ଖଡ଼ିଆଲ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ କଂଗ୍ରେସ ଛାଡ଼ିଛନ୍ତି। କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଥିବା ନେଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। … Read More