କାଲିଠାରୁ ପାଗରେ ପରିବର୍ତ୍ତନ, ୮ ରୁ ୧୦ ଡିଗ୍ରୀ ବଢ଼ିବ ଦିନ ତାପମାତ୍ରା
ଭୁବନେଶ୍ବର:ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ଆସନ୍ତାକାଲିଠାରୁ ବଦଳିବ ପାଗ। ଆସନ୍ତାକାଲିଠାରୁ ୨୪ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୮ରୁ ୧୦ ଡିଗ୍ରୀ ସେଲ୍ସିୟସ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ … Read More