ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଗିରଫ

ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଗିରଫ କରିଛି ପ୍ରତିଭୂତି ନିର୍ଦ୍ଦେଶାଳୟ ବା ଇଡି । ତେବେ ମୁଖ୍ୟମନ୍ତ୍ରୀ ପଦରୁ ସେ ଇସ୍ତଫା ଦେବେ ନାହିଁ ବୋଲି କହିଛନ୍ତି । ଅନ୍ୟପକ୍ଷରେ ଏହା ବିରୋଧରେ କେଜ୍ରିଓ୍ବାଲ ସୁପ୍ରିମକୋର୍ଟଙ୍କ … Read More

ଦାମୋଦର ରାଉତ ଗୁରୁତର, ହୃଦଘାତ ପରେ ଗୁରୁତର ହୋଇଥିବାର ସୂଚନା ଦେଲେ ପୁଅ

ଭୁବନେଶ୍ୱର: ବରିଷ୍ଠ ନେତା ଦାମୋଦର ରାଉତଙ୍କ ସ୍ୱାସ୍ଥ୍ୟ ଗୁରୁତର ରହିଛି | ଦାମୋଦରଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ ଏହି ସୂଚନା ଦେଇଛନ୍ତି | ଗତ ୧୮ ତାରିଖରୁ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଚାଲିଥିବାର ସମ୍ବିତ ସୂଚନା ଦେଇଛନ୍ତି … Read More

୨୦ ଲକ୍ଷ ଏନ୍‌ପିଏସ୍ ଟଙ୍କା ହଡ଼ପ କରି ଦାରିଙ୍ଗବାଡ଼ି ବିଇଓ ଗିରଫ

ଦାରିଙ୍ଗବାଡି : ଭିଜିଲାନ୍ସ ଜାଲରେ ଦାରିଙ୍ଗବାଡି ବିଇଓ। ନ୍ୟାସନାଲ ପେନସନ୍ ସ୍କିମ୍ ଟଙ୍କା ହଡ଼ପ ଅଭିଯୋଗରେ ବିଇଓ ରସାନନ୍ଦ କରଙ୍କୁ ଉଠାଇ ନେଇଛି ଭିଜିଲାନ୍ସ । ବିଇଓ ପ୍ରାୟ ୨୦ ଲକ୍ଷ ଟଙ୍କା ହେରଫେର କରି ସେୟାର ମାର୍କେଟରେ ନିବେଶ କରିଥିବା … Read More

ବ୍ରହ୍ମପୁର, ଆସ୍କା ଲୋକସଭା କ୍ଷେତ୍ରର ସମୀକ୍ଷା କଲେ ବିଜେଡି ସଭାପତି

ଭୁବନେଶ୍ୱର: ବିଜେଡି ସଭାପତି ନବୀନ ପଟ୍ଟନାୟକ ଗୁରୁବାର ଦିନ ନବୀନ ନିବାସରେ ପ୍ରଥମେ ବ୍ରହ୍ମପୁର ଓ ଆସ୍କା ଲୋକସଭା କ୍ଷେତ୍ରର ସମୀକ୍ଷା କରିଛନ୍ତି। ବ୍ରହ୍ମପୁର ଲୋକସଭା କ୍ଷେତ୍ର ନେଇ ବିଜେଡିର ସମୀକ୍ଷା ଶେଷ ହେବାପରେ ଗଜପତି ଜିଲ୍ଲା ପର୍ଯ୍ୟବେକ୍ଷକ ଅତନୁ ସବ୍ୟସାଚୀ … Read More

ମନ୍ତ୍ରୀ ଢୋଲକିଆଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛନ୍ତି ଜିଲ୍ଲା ବିଜେଡ଼ି ସଭାପତି

ନୂଆପଡ଼ା : ନୂଆପଡ଼ା ନିର୍ବାଚନ ମଣ୍ଡଳୀରୁ କିଏ ହେବେ ବିଜେଡି ପ୍ରାର୍ଥୀ? ମନ୍ତ୍ରୀ ରାଜେନ୍ଦ୍ର ପ୍ରସାଦ ଢୋଲକିଆ ନା ଆଉ କିଏ? ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନି। ହେଲେ ତା’ପୂର୍ବରୁ ଦମ୍‌ ଦେଖାଇବାରେ ବିଜେଡିର ଦୁଇ ଗୋଷ୍ଠୀ। ନୂଆପଡ଼ା ବିଧାୟକ … Read More

କଟକଣା ଲାଗୁ କଲା ଭିସୁଟ; ସର୍ଟ ଡ୍ରେସ୍‌ ପିନ୍ଧି ଏଣ୍ଟ୍ରି ମନା

ସମ୍ବଲପୁର : ଆପତ୍ତିଜନକ ପୋଷାକ ପରିଧାନ କରି ବୁର୍ଲା ଭିସୁଟରେ ପ୍ରବେଶ ଉପରେ ଲାଗିଲା କଟକଣା l ଛାତ୍ରଛାତ୍ରୀମାନେ ଆଗାମୀ ଟେକ୍ନୋ- କଲଚରାଲ ଫେଷ୍ଟିଭାଲ ୨୦୨୪ରେ ପାରମ୍ପରିକ ପୋଷାକ ପରିଧାନ କରି ସାମିଲ ହେବାକୁ ବିଜ୍ଞପ୍ତି ଜାରି କରିଛନ୍ତି ଭିସୁଟ୍ କର୍ତ୍ତୃପକ୍ଷ … Read More

ଗଭୀରଜଳରେ ସମସ୍ୟାର ସମାଧାନ କରିବ ରୋବଟ୍‌: ଏନ୍‌ଆଇଟି ଷ୍ଟାର୍ଟଅପ୍‌ ‘କୋରାସିଆ ଟୋକ୍ନୋଲୋଜି’ର କୃତିତ୍ବ

ରାଉରକେଲା: ପୂର୍ବରୁ ଗଭୀର ପାଣି ଭିତରେ ଥିବା ବିଭିନ୍ନ ପ୍ରକଳ୍ପର ସ୍ଥିତି ନିରୀକ୍ଷଣ, ସମୀକ୍ଷା ସମ୍ଭବ ହେଉନଥିଲା। ଏବେ କିନ୍ତୁ ଏହି ସମସ୍ୟାର ସ୍ଥାୟୀ ସମାଧାନ ଖୋଜି ବାହାର କରିଛି ରାଉରକେଲା ଏନ୍‌ଆଇଟିର ଷ୍ଟାର୍ଟ‌୍ଅପ୍‌ ‘କୋରାସିଆ ଟେକ୍ନୋଲଜି’। ଏହି କମ୍ପାନି ମାନବବିହୀନ … Read More

ପୁରୀ ଲୋକସଭା ଓ ବିଧାନସଭା ଅଙ୍କ ଛିଣ୍ଡୁନି ! ମହାପ୍ରଭୁଙ୍କ ଶରଣ ପଶିଲେ ବିଜେଡ଼ି ନେତା !!

ପୁରୀ : ବିଜେଡି ଅଙ୍କ ଛିଡ଼ି ପାରୁନି! ତେଣୁ ମହାପ୍ରଭୁଙ୍କ ଶରଣ ପଶିଲେ ବିଜେଡି ନେତା। ପୁରୀ ଲୋକସଭା ନିର୍ବାଚନମଣ୍ଡଳୀର ବିଧାୟକ, ପୂର୍ବତନ ବିଧାୟକ, ଆଶାୟୀ ଓ ଜିଲ୍ଲାର ବରିଷ୍ଠ ବିଜେଡି କର୍ମକର୍ତ୍ତାମାନେ ମହାପ୍ରଭୁଙ୍କୁ ଦର୍ଶନ କରି ମନର କଥା କହିଛନ୍ତି। … Read More

ରାସ୍ତା ନାହିଁ, ଭାରରେ ବୁହା ହେଲେ ଗର୍ଭବତୀ

କନ୍ଧମାଳ : ପୁଣି ଥରେ କନ୍ଧମାଳ ଜିଲ୍ଲାରେ ଜନନୀ ଯନ୍ତ୍ରଣାର ନଗ୍ନଚିତ୍ର ସାମ୍ନାକୁ ଆସିଛି। ରାସ୍ତା ନଥିବାରୁ ଜଣେ ଗର୍ଭବତୀଙ୍କୁ ଭାର ସାହାଯ୍ୟରେ ପାଖାପାଖି ୩ କିଲୋମିଟର ଯାଏ ବୋହି ନେବାକୁ ପରିବାର ଲୋକେ ବାଧ୍ୟ ହୋଇଛନ୍ତି। ଘଟଣାଟି ଘଟିଛି ଦାରିଙ୍ଗବାଡ଼ି … Read More

ଗୋଟିଏ ପରିବାରର ୫ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ

ବ୍ରହ୍ମପୁର : ଗୋଟିଏ ପରିବାରର ୫ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି ବ୍ରହ୍ମପୁର ଅତିରିକ୍ତ ଦୌରା ଜିଲ୍ଲାଜଜ୍-୧ଙ୍କ କୋର୍ଟ। ୨୦୧୩ରେ ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଜଗନ୍ନାଥପୁର ଗାଁରେ ଘଟିଥିବା ଏକ ଡବଲ ମର୍ଡର ମାମଲାରେ କୋର୍ଟ ଆଜି ଏହି ରାୟ … Read More