ଝାରପଡ଼ା ଜେଲ୍ରେ ପିଟାପିଟି ଘଟଣା: ୱାର୍ଡର ସସ୍ପେଣ୍ଡ
ଭୁବନେଶ୍ଵର; ଝାରପଡା ଜେଲ୍ ଭିତରେ ଗୋଷ୍ଠୀ ସଂଘର୍ଷ ଘଟଣା । ଜଣଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଅନ୍ୟ ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି ବିଭାଗ । କାର୍ଯ୍ୟରେ ଅବହେଳା କାରଣ ଦର୍ଶାଇ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି ବିଭାଗ … Read More