ଚଳନ୍ତା ଟ୍ରକ୍‌ରେ ପିଟିହେଲା ବାଇକ୍; ୩ ମୃତ

ଯାଜପୁର : ଯାଜପୁର ଜିଲ୍ଲା କଳିଙ୍ଗନଗର ଥାନା ଅନ୍ତର୍ଗତ ଜିନ୍ଦଲ କାରଖାନା ମୁଖ୍ୟ ଫାଟକ ନିକଟରେ ଆଜି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଚଳନ୍ତା ଟ୍ରକ୍ ପଛରେ ବାଇକ୍ ପିଟି ହେବାରୁ ୩ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ସ୍ଥାନୀୟ ଅଞ୍ଚଳର ବୋଲି … Read More

ଭୁବନେଶ୍ବରରେ ବ୍ରାଉନ ସୁଗାର ବିକୁଥିଲେ ଦୁଇ ଶିକ୍ଷିତ ଯୁବତୀ!

ଭୁବନେଶ୍ବର : ଉଚ୍ଚ ଶିକ୍ଷିତ ଓ ପ୍ରାଇଭେଟ୍‌ କମ୍ପାନୀରେ ଚାକିରି କରୁଥିଲେ। ହେଲେ ପେଶା ସେମାନଙ୍କର ଥିଲା ଧଳାଜହର କାରବାର। ରାଜଧାନୀରେ ଘର ଭଡ଼ା ନେଇ ଦୀର୍ଘଦିନ ଧରି ଏହି ବେପାର ଚଳାଇଥିଲେ ଦୁଇ ଯୁବତୀ। ହେଲେ କମିଶନରେଟ୍‌ ପୁଲିସ୍‌ ପଞ୍ଝାରେ … Read More

ବିଷାକ୍ତ ମଦ ପିଇ ୨୧ ମୃତ

ନୂଆଦିଲ୍ଲୀ : ବିଷାକ୍ତ ମଦ ପିଇ ଯାଉଛି ଜଣକ ପରେ ଜଣଙ୍କ ଜୀବନ। ମୃତ୍ୟୁସଂଖ୍ୟା ୨୧ରେ ପହଞ୍ଚିଥିବା ସୂଚନା ମିଳିଛି। ପଞ୍ଜାବ ସାଙ୍ଗରୁର ଜିଲ୍ଲାରୁ ଆସିଛି ଏପରି ଖବର। ସାଙ୍ଗରୁରର ମୁଖ୍ୟ ଚିକିତ୍ସା ଅଧିକାରୀ (ସିଏମଓ)ଙ୍କ କହିବା ଅନୁଯାୟୀ, ଇଥାନଲ ମିଶ୍ରିତ … Read More

ଭିନ୍ନ ଧର୍ମର ଲୋକଙ୍କୁ ଜମି ବିକ୍ରି କରିବା ଉପରେ ରୋକ ଲଗାଇଲେ ଆସାମ ସରକାର

ନୂଆଦିଲ୍ଲୀ,୨୩।୩: ସାମୟିକ ସମୟ ପାଇଁ ଭିନ୍ନ ଧର୍ମର ଲୋକଙ୍କୁ ଜମି ବିକ୍ରି କରିବା ଉପରେ ରୋକ ଲଗାଇଛନ୍ତି ରାଜ୍ୟ ସରକାର। ଭିନ୍ନ ଧର୍ମର ବ୍ୟକ୍ତିବିଶେଷଙ୍କୁ ଜମି ବିକ୍ରି ପାଇଁ ରାଜ୍ୟ ସରକାର ଦେଉଥିବା ଏନଓସି କୁ ସାମୟିକ ଭାବେ ବନ୍ଦ କରି … Read More

ଅରବିନ୍ଦ କେଜ୍‌ରିଓ୍ବାଲ ଗିରଫ ହେବା ପଛରେ ବିଜେପି ନୁହେଁ ବରଂ କଂଗ୍ରେସ ବଡ଼ ହାତ

ନୂଆଦିଲ୍ଲୀ :   ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମନି ଲଣ୍ଡରିଂ ଆଇନ୍‌(ପିଏମ୍‌ଏଲ୍‌ଏ) ଅନୁଯାୟୀ ଗିରଫ କରାଯାଇଛି। କୋର୍ଟ ତାଙ୍କୁ ମାର୍ଚ୍ଚ ୨୬ ଯାଏ ଇଡି ରିମାଣ୍ଡରେ ପଠାଇଛି। ଏହାକୁ ସମସ୍ତ ବିରୋଧୀ ଦଳ ଗଣତନ୍ତ୍ରର ହତ୍ୟା ବୋଲି ଅବିହିତ କରୁଛନ୍ତି। ଏପରିକି … Read More

ଗୁଜରାଟରେ ଭାଜପାକୁ ଡବଲ ଝଟ୍‌କା

ଗାନ୍ଧିନଗର,୨୩।୩: ଗୁଜୁରାଟରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଗୋଟିଏ ପରେ ଗୋଟିଏ ବଡ ଝଟ୍‌କା ଲାଗିଛି। ସାବରକାଂଠ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭିକାଜୀ ଠାକୁର ଏହି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ମନା କରି ଦେଇଛନ୍ତି। ଏଥି ସହ ଭଦୋଦରାରୁ ଭାଜପା … Read More

ଶିଳ୍ପଭଳି ଆତଙ୍କବାଦକୁ ପ୍ରାୟୋଜିତ କରୁଛି ପାକିସ୍ତାନ: ଏସ. ଜୟଶଙ୍କର

ନୂଆଦିଲ୍ଲୀ,୨୩।୩: ପାକିସ୍ତାନ ଆତଙ୍କବାଦକୁ ପ୍ରାୟ ଏକ “ଶିଳ୍ପ ସ୍ତରରେ” ପ୍ରାୟୋଜିତ କରୁଛି। ବୈଦେଶିକ ମନ୍ତ୍ରୀ ଡ. ଏସ. ଜୟଶଙ୍କର କହିଛନ୍ତି ବର୍ତ୍ତମାନ ଭାରତର ମନୋବଳ ଆତଙ୍କବାଦୀଙ୍କୁ ଅଣଦେଖା କରିବା ଉଚିତ ନୁହେଁ ଏବଂ ଏହା ଆଉ ଏହି ସମସ୍ୟାର ସମାଧାନ କରିବ … Read More

କେଜ୍ରିୱାଲ ଆଣିଲେ ଦୁର୍ବ୍ୟବହାର ଅଭିଯୋଗ, ଏସିପିଙ୍କୁ ହଟାଇବାକୁ ଦାବି କଲେ

ନୂଆଦିଲ୍ଲୀ : ଅବକାରୀ ଦୁର୍ନୀତି ମାମଲାରେ ବନ୍ଧା ହୋଇ ଇଡି ରିମାଣ୍ଡରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଣିଛନ୍ତି ସାଂଘାତିକ ଅଭିଯୋଗ । ଦୁର୍ବ୍ୟବହାର ପ୍ରଦର୍ଶନ କରୁଥିବା ନେଇ ସେ ଜଣେ ACPଙ୍କ ହଟାଇବାକୁ କୋର୍ଟଙ୍କ ନିକଟରେ ଅପିଲ୍‌ କରିଛନ୍ତି। … Read More

ଅଯୋଗ୍ୟ ଘୋଷିତ କଂଗ୍ରେସର ୬ ପୂର୍ବତନ ବିଧାୟକ ବିଜେପିରେ ମିଶିଲେ

ନୂଆଦିଲ୍ଲୀ : ଦଳ ବଦଳ ନିରୋଧ ଆଇନ ଅନୁସାରେ ହିମାଚଳ ପ୍ରଦେଶ ବିଧାନସଭା ବାଚସ୍ପତିଙ୍କ ଦ୍ୱାରା ଅଯୋଗ୍ୟ ଘୋଷିତ ହୋଇଥିବା କଂଗ୍ରେସର ୬ ଜଣ ପୂର୍ବତନ ବିଧାୟକ ଆଜି ବିଜେପିରେ ମିଶିଛନ୍ତି। ସେମାନଙ୍କ ସହିତ ୩ ଜଣ ସ୍ୱାଧୀନ ବିଧାୟକ ମଧ୍ୟ … Read More

ଜେଲରୁ ଅରବିନ୍ଦ କେଜ୍ରିୱାଲଙ୍କ ବାର୍ତ୍ତା : ପଢି ଶୁଣାଇଲେ ପତ୍ନୀ

ନୂଆଦିଲ୍ଲୀ : ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ହେପାଜତରେ ଅଛନ୍ତି। ପଚରାଉଚରା କରିବା ପାଇଁ ମାର୍ଚ୍ଚ ୨୮ ତାରିଖ ପର୍ଯ୍ୟନ୍ତ ଇଡି ତାଙ୍କୁ ରିମାଣ୍ଡରେ ନେଇଛି। ତେବେ … Read More