ଲୋକସଭା ନିର୍ବାଚନ: ଆଉ ୪୫ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା କଂଗ୍ରେସ
ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ୍କୁ ଆଉ ମାସେରୁ କମ୍ ସମୟ ଥିବା ବେଳେ ଶନିବାର କଂଗ୍ରେସ ପକ୍ଷରୁ ଏହାର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରାଯାଇଛି। ଏଥିରେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ୪୫ ଜଣଙ୍କ … Read More