ପୋଡ଼ାଗଡ ନିକଟରେ ବସ୍ ଦୁର୍ଘଟଣା: ଜଣେ ମୃତ, ୨୦ ଆହତ
କୋରାପୁଟ: ମଙ୍ଗଳବାର ବିଳମ୍ବିତ ରାତିରେ କୋରାପୁଟ ସଦର ପୋଲିସ ସୀମା ଅନ୍ତର୍ଗତ ପୋଡାଗଡ ନିକଟରେ ବସ୍ ଦୁର୍ଘଟଣା ଘଟିଛି। ଖମ୍ବେଶ୍ୱରୀ ନାମକ ବସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଭାରସାମ୍ଯ ହରାଇ ବସଟି ରାସ୍ତା ତଳକୁ ଖସିପଡ଼ିଛି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ … Read More