ସୀମାରେ ଶାନ୍ତି ସ୍ଥାପନ ପାଇଁ ଭାରତ-ଚୀନ ମଧ୍ୟରେ କୂଟନୈତିକ ଆଲୋଚନା

ନୂଆଦିଲ୍ଲୀ : ଭାରତ-ଚୀନ ମଧ୍ୟରେ ୨୯ତମ କୂଟନୈତିକ ବୈଠକ ଅନୁଷ୍ଠିତ। ସୀମା ବିବାଦ ମଧ୍ୟରେ LACରେ ଶାନ୍ତି ପାଇଁ ବେଜିଂରେ ଭାରତ ଓ ଚୀନ ମଧ୍ୟରେ କୁଟନୈତିକ ବୈଠକ ଅନୁଷ୍ଠିତ ହୋଇଛି। ଆଲୋଚନା ମାଧ୍ୟମରେ ବିବାଦର ସମାଧାନ ଓ ଶାନ୍ତି ସ୍ଥାପନ … Read More

କମଳନାଥଙ୍କ ପୁଅ ୭୦୦ କୋଟିର ମାଲିକ

ନୂଆଦିଲ୍ଲୀ : ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା କମଲନାଥଙ୍କ ପୁଅ ନକୁଲ ୨୦୧୯ ଭଳି ୨୦୨୪ରେ ମଧ୍ୟ ଛିଣ୍ଡୱାରା ଆସନରୁ ଲୋକସଭା ନିର୍ବାଚନ ଲଢ଼ିବେ। ୨୦୧୯ରେ ସେ ମଧ୍ୟପ୍ରଦେଶରୁ ଏକମାତ୍ର କଂଗ୍ରେସ ପ୍ରାର୍ଥୀ ଭାବେ ଲୋକସଭା ନିର୍ବାଚନରେ … Read More

ଇଡି ମୋ ସ୍ବାମୀଙ୍କୁ ହଇରାଣ କରୁଛନ୍ତି, ସେ ବହୁତ ଅସୁସ୍ଥ ଅଛନ୍ତି:ସୁନୀତା

ନୂଆଦିଲ୍ଲୀ,୨୮।୩: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗୁରୁବାର କୋର୍ଟରୁ ଆଶ୍ୱସ୍ତି ପାଇନାହାଁନ୍ତି ଏବଂ ତାଙ୍କୁ ଏପ୍ରିଲ ୧ ପର୍ଯ୍ୟନ୍ତ ଇଡି ରିମାଣ୍ଡରେ ପଠାଯାଇଛି। କୋର୍ଟଙ୍କ ନିଷ୍ପତ୍ତି ପରେ ତାଙ୍କ ପତ୍ନୀ ସୁନୀତା କେଜରିୱାଲ ଗଣମାଧ୍ୟମକୁ କହିଛନ୍ତି ଯେ … Read More

୧୪ ବର୍ଷର ବନବାସ ଶେଷ କରି କାହିଁକି ରାଜନୀତିକୁ ଫେରିଲେ ଛୋଟେ ମିଆଁ

ମୁମ୍ବାଇ,୨୮।୩: ବଲିଉଡ଼ ଅଭିନେତା ତଥା ପୂର୍ବତନ ଏମପି ଗୋବିନ୍ଦା ଗୁରୁବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇ ଉତ୍ତର ପଶ୍ଚିମରେ ଶିବସେନାର ଉଦ୍ଧବ ବାଲାସାହେବ ଠାକରେଙ୍କ ପ୍ରାର୍ଥୀ ଅମୋଲ କୀର୍ତ୍ତିକରଙ୍କ ବିରୋଧରେ ତାଙ୍କୁ ପ୍ରାର୍ଥୀ କରାଯାଇପାରେ ବୋଲି … Read More

ଜେଲରୁ ପ୍ରଚାର କରିବେ ଆଜମ ଖାଁ? ଷ୍ଟାର ପ୍ରଚାରକ ଲିଷ୍ଟରେ ରହିଛି ନାମ

ଲକ୍ଷ୍ନୌ,୨୮।୩: ଲୋକସଭା ନିର୍ବାଚନ ୨୦୨୪ ପାଇଁ ବିଗୁଲ ବାଜି ସାରିଛି ଏବଂ ଉତ୍ତରପ୍ରଦେଶର ୮୦ଟି ଆସନରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ୟୁପିରେ ପ୍ରଥମ ପର୍ଯ୍ୟାୟରେ ୮ ଟି ଆସନରେ ନିର୍ବାଚନ ଅନୁଷ୍ଠିତ ହେବ ଏବଂ ଏଥିପାଇଁ ୧୯ ଏପ୍ରିଲରେ … Read More

କେତେ ଆଉ ମିଛ କହିବ? ସଞ୍ଜୟ ରାଉତଙ୍କ ଉପରେ ବର୍ଷିଲେ ପ୍ରକାଶ ଆମ୍ବେଦକର

ମୁମ୍ବାଇ: ବଞ୍ଚିତ ବହୁଜନ ଅଘାଡି (ଭିବିଏ) ଅଧ୍ୟକ୍ଷ ପ୍ରକାଶ ଆମ୍ବେଦକର ଆଜି ଶିବସେନା(ୟୁବିଟି) ନେତା ସଞ୍ଜୟ ରାଉତଙ୍କ ଉପରେ ଆକ୍ରମଣ କରିଛନ୍ତି। ଏଥିସହ ସେ ଶିବସେନା (ୟୁବିଟି) ସାଂସଦ ମିଥ୍ୟା କହିଥିବାର ଅଭିଯୋଗ କରିଛନ୍ତି। ଆମ୍ବେଦକର କହିଛନ୍ତି, ଆପଣ ସଞ୍ଜୟ ରାଉତ … Read More

ଅନ୍ୟକୁ ଡରେଇବା-ଧମକାଇବା କଂଗ୍ରେସର ସଂସ୍କୃତି: ମୋଦୀ

ନୂଆଦିଲ୍ଲୀ: ଦେଶର ପ୍ରମୁଖ ଆଇନଜୀବୀମାନେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ଙ୍କୁ ଚିଠି ଲେଖି ନ୍ୟାୟାଳୟ ଉପରେ ଏକ ଗୋଷ୍ଠୀ ପ୍ରଭାବ ପକାଇବାକୁ ଉଦ୍ୟମ କରୁଥିବା ଅଭିଯୋଗ କରିଛନ୍ତି । ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି … Read More

ସ୍ୱାମୀଙ୍କ ମୃତ୍ୟୁକୁ ନେଇ ସଂଗୀନ ଅଭିଯୋଗ ଆଣିଲେ ସୀତା ସୋରେନ

ନୂଆଦିଲ୍ଲୀ: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭାଉଜ ସୀତା ସୋରେନ ତାଙ୍କ ସ୍ୱାମୀଙ୍କ ମୃତ୍ୟୁକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ଏହା ସହିତ ସେ ତାଙ୍କ ସ୍ୱାମୀଙ୍କ ମୃତ୍ୟୁ ମାମଲାର ତଦନ୍ତ କରିନଥିବାରୁ ରାଜ୍ୟ ସରକାରଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ସୀତାଙ୍କର … Read More

ରାମେଶ୍ୱରମ୍ କାଫେ ବିସ୍ଫୋରଣ ମାମଲା : ଅନ୍ୟତମ ଅଭିଯୁକ୍ତ ମୁଜାମ୍ମିଲ ସରିଫକୁ ଗିରଫ କଲା ଏନଆଇଏ

ବେଙ୍ଗାଲୁରୁ: କର୍ଣ୍ଣାଟକର ବେଙ୍ଗାଲୁରୁରେ ରାମେଶ୍ୱରମ୍ କାଫେ ବିସ୍ଫୋରଣ ମାମଲାରେ ଜାତୀୟ ତଦନ୍ତକାରୀ ଏଜେନ୍ସି (ଏନ୍ଆଇଏ) ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗୁରୁବାର ଜାରି ଏକ ବିବୃତିରେ ଏନଆଇଏ କହିଛି ଯେ ମୁଜାମ୍ମିଲ ସରିଫ ଏହି ମାମଲାର ମୁଖ୍ୟ ଷଡ଼ଯନ୍ତ୍ରକାରୀ, ଯିଏକି … Read More

ଚାଇନାର ଅରୁଣାଚଳ ଦାବିକୁ ଭିତ୍ତିହୀନ କହିଲା ଭାରତ

ନୂଆଦିଲ୍ଲୀ : ଭାରତର ଅରୁଣାଚଳ ପ୍ରଦେଶକୁ ନେଇ ଚାଇନା ବାରମ୍ବାର କରୁଥିବା ଦାବି ଉପରେ ଆଜି ନୂଆଦିଲ୍ଲୀ ଜବାବ ରଖିଛି। ଚାଇନାର ଦାବିକୁ ଭାରତ ସରକାର ଭିତ୍ତିହୀନ ବୋଲି କହିଛନ୍ତି। ଭାରତର ଆଭିମୁଖ୍ୟ ସମ୍ପର୍କରେ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣନ୍ଧୀର ଜୈସୱାଲ … Read More