ମୋବାଇଲ ଟାୱାର ପୋଡିଲେ ନକ୍ସଲ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର କୋଣ୍ଡାଗାଓଁ ଜିଲ୍ଲାର କେଜଙ୍ଗ ଗ୍ରାମରେ ରହିଥିବା ମୋବାଇଲ ଟାୱାରକୁ ନିଆଁରେ ପୋଡି ଦେଇଛନ୍ତି ନକ୍ସଲ।କୋଣ୍ଡାଗାଓଁ ଜିଲ୍ଲାରେ ପୁଣି ନକ୍ସଲ ନିଜର ଉପସ୍ଥିତି ଜାହିର କରିଛନ୍ତି। ବୁଧବାର ରାତିରେ ସଶସ୍ତ୍ର ନକ୍ସଲ ବାୟାନାର ଅଂଚଳର କେଜଙ୍ଗ … Read More

ଦସ୍ତଖତ ପାଇଁ ୨୫ ଶହ ଲାଞ୍ଚ ମାମଲା: ପୂର୍ବତନ ସ୍ବାସ୍ଥ୍ୟ ପରିଦର୍ଶିକାଙ୍କୁ ୪ ବର୍ଷ ଜେଲ୍

ସୁନ୍ଦରଗଡ଼: ସୁନ୍ଦରଗଡ଼ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ୨୮ ତାରିଖ ଗୁରୁବାର ଏକ ଲାଞ୍ଚ ମାମଲାର ଶୁଣାଣି କରି ଖୁଟଗାଁ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରର ପୂର୍ବତନ ସ୍ବାସ୍ଥ୍ୟ ପରିଦର୍ଶିକା ମଥାମଣି ରଥ (୬୩)ଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ତାଙ୍କୁ ୪ ବର୍ଷ ଜେଲ୍ … Read More

ଟିକେଟ ମୋ ପାଇଁ ସରପ୍ରାଇଜ ଥିଲା – ମନ୍ମଥ ରାଉତରାୟ

ପୁରୀ,୨୮।୩: ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟଙ୍କୁ ଭୁବନେଶ୍ୱର ଲୋକ ସଭା ଆସନରୁ ବିଜେଡି ଟିକେଟ ଦେଇଛି। ଏହାକୁ ନେଇ ରାଜନୀତି ଜୋର ଧରିଛି। ତାଙ୍କ ବାପା ଏବଂ ଭାଇ ଏହି ନିଷ୍ପତ୍ତିକୁ ବିରୋଧ କରିଛନ୍ତି। … Read More

ଓଡ଼ିଶା ପାଇଁ ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୨୮।୩ : ଓଡ଼ିଶା ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ୧୮ ଟି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜୁ ଜନତା ଦଳ(ବିଜେଡି) ୧୫ ଟି ଲୋକସଭା ଏବଂ ୭୨ ଟି ବିଧାନସଭା ପ୍ରାର୍ଥୀଙ୍କ ନାମ ଘୋଷଣା … Read More

ରେଭିନ୍ୟୁ ସୁପରଭାଇଜରଙ୍କ ପାଇଁ ଲାଞ୍ଚ ଗ୍ରହଣ କରୁଥିଲେ ଅବସରପ୍ରାପ୍ତ ଅମୀନ, ଧରିଲା ଭିଜିଲାନ୍ସ

ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଗତସିଂହପୁରର ଜମି ଅଧିଗ୍ରହଣ ଅଧିକାରୀଙ୍କ ଅଫିସର ରେଭିନ୍ୟୁ ସୁପରଭାଇଜର ଗଣେଶ ମଲ୍ଲିକ। ସେ ଏବେ ପାରାଦୀପ ସ୍ଥିତ ସ୍ୱତନ୍ତ୍ର ଜମି ଅଧିଗ୍ରହଣ କ୍ୟାମ୍ପ ଅଫିସରେ ନିଯୁକ୍ତ ହୋଇଛନ୍ତି। ତାଙ୍କ ସହିତ କ୍ଷୀରୋଦ ରଥ ନାମକ … Read More

ଟିକେଟ୍ ଘୋଷଣା ପରେ ବିଜେଡିରେ ବିସ୍ଫୋରଣ: ଏକାଧିକ ଅସନ୍ତୁଷ୍ଟ ଏବେ ବିଦ୍ରୋହୀ ପ୍ରାର୍ଥୀ

ଭୁବନେଶ୍ବର : ରାଜ୍ୟର ୭୨ ବିଧାନସଭା ଓ ୧୫ଟି ଲୋକସଭା ଆସନ ପାଇଁ ବିଜେଡି ନିଜର ପ୍ରାର୍ଥୀ ଘୋଷଣା କରିବା ପରେ ଦଳରେ ବିସ୍ଫୋରକ ପରିସ୍ଥିତି ଉପୁଜିଛି। ରାୟଗଡ଼ାଠୁ ଆରମ୍ଭ କରି କଟକ ଓ ଯାଜପୁର ପର୍ଯ୍ୟନ୍ତ ସବୁଆଡ଼େ ଦଳୀୟ କନ୍ଦଳ … Read More

ନିଖୋଜ ଯୁବକଙ୍କୁ ଖୋଜିବା ପାଇଁ ଏସପିଙ୍କ ଦ୍ୱାରସ୍ଥ ହେଲେ ପରିବାର

ବଲାଙ୍ଗିର : ମାସେ ହେବ ଦିବ୍ୟାଙ୍ଗ ଯୁବକଙ୍କର ପତାମିଳୁନାହିଁ। ପୁଲିସକୁ ଅଭିଯୋଗ କଲେବି ଫଳ ସୁନ। ଯାହା ପାଇଁ ଏସପିଙ୍କ ଦ୍ୱାରସ୍ଥ ହେଲେ ପରିବାର ଲୋକ। ଏଭଳି ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଗାଁରେ। ବଙ୍ଗୋମୁଣ୍ଡା ଗାଁର ଦିବ୍ୟାଙ୍ଗ ଯୁବକ … Read More

ଆତ୍ମସମର୍ପଣ କଲେ ଯାଜପୁରର ଚର୍ଚ୍ଚିତ ୟୁଟ୍ୟୁବର ଦମ୍ପତି

ଯାଜପୁର : ବନ ବିଭାଗ ସହ ଛକାପଞ୍ଝା ପରେ ଆଜି ସକାଳେ ଆତ୍ମସମର୍ପଣ କରିଛନ୍ତି ଯାଜପୁର ଜିଲ୍ଲାର ଚର୍ଚ୍ଚିତ ୟୁଟ୍ୟୁବର ଦମ୍ପତି। ଯାଜପୁର ରୋଡ୍‌ ବନ ବିଭାଗ କାର୍ଯ୍ୟାଳୟକୁ ଆସି ମୋନାଲିସା ଓ ତାଙ୍କ ସ୍ୱାମୀ ଆତ୍ମସମର୍ପଣ କରିଛନ୍ତି। ମୋନାଲିସା ଜହଳ … Read More

୧୩ ସହରରେ ପାରା ୩୮ଡ଼ିଗ୍ରି ଅତିକ୍ରମ

ଭୁବନେଶ୍ବର: ଆଜି ରାଜ୍ୟର ୫ଟି ସହରର ତାପମାତ୍ରା ୩୯ ଡିଗ୍ରି ଉପରେ ରହିଛି। ସେହିପରି ୧୩ଟି ସହରରେ ପାରା ୩୮ ଡିଗ୍ରି ଉପରେ ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ସନ୍ଧ୍ୟାରେ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ … Read More

ସମ୍ବଲପୁରରେ ଧର୍ମେନ୍ଦ୍ର ଓ ପ୍ରଣବ ମୁହାଁମୁହିଁ

ସମ୍ବଲପୁର: ସମ୍ବଲପୁର ଲୋକସଭା ନିର୍ବାଚନରେ ଏଥର ବିଜେଡି ଓ ବିଜେପି ମଧ୍ୟରେ ହେବ ମହାଲଢ଼େଇ । ବିଜେପିରୁ କେନ୍ଦ୍ରମନ୍ତ୍ରୀ ଧ‌ର୍ମେନ୍ଦ୍ର ପ୍ରଧାନ ଏବଂ ବିଜେଡିରୁ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପ୍ରାର୍ଥୀ ହେବାପରେ ରାଜ୍ୟ ରାଜନୀତିରେ ଏହିଭଳି ଏକ … Read More