ସୁନା ଦର ୭୦ ହଜାର ଛୁଇଁଲା

ଭୁବନେଶ୍ଵର: ସୁନା ପିନ୍ଧିବାକୁ କାହାକୁ ବା ଭଲ ନ ଲାଗେ । ଖାସ କରି ମହିଳାଙ୍କ କ୍ଷେତ୍ରରେ । ସୁନା ଯେତେ ମହଙ୍ଗା ହେଲେ ମଧ୍ୟ ଲୋକମାନେ କିଣି ଥାଆନ୍ତି । ବିବାହ ଋତୁ ଆସିଲେ ସାଧାରଣତଃ ବଢିଯାଏ ସୁନା ଦର … Read More

ଟିକେଟରୁ ବଞ୍ଚିତ ହେବା ପରେ ସୁରେଶଙ୍କ ସାମ୍ବାଦିକ ସମ୍ମିଳନୀ

ଝାରସୁଗୁଡ଼ା: ‘ଟିକେଟ ମିଳିଲେ ଉତ୍ସାହିତ ହେବାର ନାହିଁ କି ନ ମିଳିଲେ ଦୁଃଖ କରିବାର ନାହିଁ। ମୋ’ ଭବିଷ୍ୟତ ନିଷ୍ପତ୍ତି ବିଜେପିର କେନ୍ଦ୍ରୀୟ ନେତୃତ୍ବ ଉପରେ। ନିର୍ବାଚନ ଲଢ଼େ କି ନଲଢ଼େ କିନ୍ତୁ ଲୋକଙ୍କ ପାଇଁ କାମ କରିବି।’ ଆଜି ଝାରସୁଗୁଡ଼ାସ୍ଥିତ … Read More

ବିଜେପି ଛାଡିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ

ବାଲେଶ୍ଵର: ବିଜେପି ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ । ସେ ତାଙ୍କର ଇସ୍ତଫା ପତ୍ର ରାଜ୍ୟ ସଭାପତିଙ୍କ ମନମୋହନ ସାମଲଙ୍କ ନିକଟକୁ ପଠାଇଛନ୍ତି । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୁକାନ୍ତ ୨୦୧୯ରେ ବିଜେଡି ଛାଡ଼ି … Read More

‘କେଜ୍ରିୱାଲଙ୍କ ପାଖରେ ସମୟ ଖୁବ କମ୍‌, ପତ୍ନୀ ହେବେ ମୁଖ୍ୟମନ୍ତ୍ରୀ’

ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଖୁବଶୀଘ୍ର ମୁଖ୍ୟମନ୍ତ୍ରୀ ପଦରୁ ହଟିବେ। ତାଙ୍କ ପାଖରେ ବହୁତ କମ ସମୟ ବା ସୀମିତ ରହିଛି। ଏଥିପାଇଁ ତାଙ୍କ ପତ୍ନୀ ମୁଖ୍ୟମନ୍ତ୍ରୀ ପଦ ନେବାକୁ ପ୍ରସ୍ତୁତି ଆରମ୍ଭ କରି ଦେଇଥିବା କେନ୍ଦ୍ରମନ୍ତ୍ରୀ ହରଦୀପ … Read More

ପୁରୀରେ ଶ୍ରୀଜିଉଙ୍କ ଦର୍ଶନ ପାଇଁ ଅସମ୍ଭବ ଭିଡ଼, ଖରାରେ ସିଝିଲେ ହଜାର ହଜାର ଶ୍ରଦ୍ଧାଳୁ

ପୁରୀ : ଆଜି ପୁରୀରେ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଅସମ୍ଭବ ଭିଡ଼ ଦେଖିବାକୁ ମିଳିଥିଲା । ଆଜି ଛୁଟି ଦିନ ଥିବାରୁ ଶ୍ରୀଜିଉଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଗହଲି ଲାଗିଥିଲା । ଫଳରେ ପଶ୍ଚିମ ଦ୍ୱାରରେ ଭକ୍ତଙ୍କ ଲମ୍ବା ଲାଇନ ଲାଗିଥିଲା … Read More

କୋଟିଆରେ ଡ଼ିଜିଟାଲ ମିଟର ଲଗାଇଲା ଆନ୍ଧ୍ର

କୋରାପୁଟ: ନିର୍ବାଚନ ପୂର୍ବରୁ ଆନ୍ଧ୍ରର ଆଉ ଏକ ଚାଲ୍ ସାମ୍ନାକୁ ଆସିଛି । ଆନ୍ଧ୍ରପ୍ରଦେଶ କୋରାପୁଟ ଜିଲ୍ଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆର ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି । ଆଗକୁ ଭୋଟ୍ ଥିବାରୁ ଆନ୍ଧ୍ର ପକ୍ଷରୁ ଭୋଟର … Read More

ନୟାପଲ୍ଲୀ ବ୍ରିଟ୍ କଲୋନୀରେ ଦୁଇ ଗୋଷ୍ଠୀ ଗଣ୍ଡଗୋଳ ମାମଲା, ଆଠ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ନୟାପଲ୍ଲୀ ବ୍ରିଟ୍ କଲୋନୀରେ ହୋଲି ଦିନ ଦୁଇ ଗୋଷ୍ଠୀ ଗଣ୍ଡଗୋଳ ମାମଲାରେ ଆଠ ଅଭିଯୁକ୍ତଙ୍କୁ ଗିରଫ କଲା ନୟାପଲ୍ଲୀ ଥାନା ପୋଲିସ । ଗିରଫ୍ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ନାବାଳକ ଥିବା ସୂଚନା । ଗିରଫ ଅଭିଯୁକ୍ତଙ୍କ ନିକଟରୁ ଗଣ୍ଡଗୋଳରେ … Read More

ସମ୍ବଲପୁର ମାଟିରେ ପ୍ରଣବ; କହିଲେ, ‘ବାପାଙ୍କର କର୍ମଭୁମି ଥିବାରୁ ଆଜି ମୋ ଘରେ ଠିଆ ହେବା ପରି ଲାଗୁଛି’

ସମ୍ବଲପୁର: ସମ୍ବଲପୁର ଲୋକ ସଭା ଆସନରୁ ପ୍ରଣବ ପ୍ରକାଶ ଦାସଙ୍କୁ ବିଜେଡିରୁ ଟିକେଟ୍ ମିଳିବା ପରେ ସମ୍ବଲପୁର ଗସ୍ତ କରିଛନ୍ତି । ସମର୍ଥକ ମାନଙ୍କ ସହ ଯାଇ ମାଆ ସମଲେଇଙ୍କୁ ଦର୍ଶନ କରିବା ସହ ଆଶିର୍ବାଦ ନେଇଛନ୍ତି । ଏହି ଅବସରରେ … Read More

କଂଗ୍ରେସକୁ ୧୮୨୩ କୋଟିର ଆୟକର ନୋଟିସ୍‌

ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଘାରିଛି ପାଣ୍ଠି ଚିନ୍ତା। ଟିକସ ନ ଦେବା ଅଭିଯୋଗରେ କଂଗ୍ରେସର ଆକାଉଣ୍ଟକୁ ଆୟକର ବିଭାଗ ଫ୍ରିଜ୍‌ କରିଛି। ଏବେ ପୁଣିଥରେ ଆୟକର ବିଭାଗ ଦଳକୁ ୧୮୨୩ କୋଟି ଟଙ୍କାର ନୋଟିସ କରିଛି। ଆୟକର ବିଭାଗର ଟିକସ … Read More

ନିର୍ବାଚନ ପୂର୍ବରୁ ବିପୁଳ ପରିମାଣର ବୋମା ଜବତ, ବୋମା ତିଆରି କାରଖାନା ଠାଵ

ଭୁବନେଶ୍ୱର : ନିର୍ବାଚନ ପୂର୍ବରୁ ବିପୁଳ ପରିମାଣର ବୋମା ଜବତ କରିଛି ଜଟଣୀ ପୋଲିସ । ବୋମା ରଖିବା ଅଭିଯୋଗରେ ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ଏଥି ସହ ବୋମା ତିଆରି କାରଖାନାକୁ ଠାଵ କରିଛି ପୋଲିସ । ଉମାକାନ୍ତ … Read More