ଅରବିନ୍ଦ କେଜ୍ରିଓ୍ୱାଲଙ୍କ ପତ୍ନୀଙ୍କୁ ଭେଟିଲେ ହେମନ୍ତ ସୋରେନ୍ଙ୍କ ସ୍ତ୍ରୀ
ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ପତ୍ନୀ ସୁନୀତାଙ୍କୁ ଭେଟିଲେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ଙ୍କ ସ୍ତ୍ରୀ କଳ୍ପନା ସୋରେନ୍। ଦିଲ୍ଲୀର ମୁଖ୍ୟମନ୍ତ୍ରୀ ବାସଭବନରେ ଉଭୟଙ୍କ ଭେଟ୍ଘାଟ ହୋଇଛି। ଏହାକୁ ନେଇ ଏବେ ରାଜନୈତିକ ଚର୍ଚ୍ଚା ଜୋର ଧରିଛି। … Read More