ତାତିରେ ସିଝିଲା ପୂରା ରାଜ୍ୟ ! ୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ
ଭୁବନେଶ୍ବର : ତାତିରେ ସିଝିଲା ପୂରା ରାଜ୍ୟ! ୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ମାଲକାନଗିରି ପାଲଟିଛି ଉତ୍ତପ୍ତ ସହର। ଏଠାରେ ତାପମାତ୍ରା ୪୧ ଡ଼ିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା … Read More