ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀଙ୍କ ନାମରେ ଅଭିଯୋଗ ଆଣିଲା ବିଜେଡି
ଭୁବନେଶ୍ୱର: ଆଦର୍ଶ ଆଚରଣ ବିଧି ଉଲଂଘନ କରୁଛନ୍ତି ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ । ଆଦର୍ଶ ଆଚରଣବିଧି ଲାଗିଥିବା ସମୟରେ ବାଲେଶ୍ୱର ଭୋଗରାଇ ଅଂଚଳରେ ସୋଲାର ଲାଇଟ ଲଗାଉଥିଲେ ସାଂସଦ । ଏନେଇ ବିଜେଡିର ଏକ ଟିମ୍ ଆଜି ମୁଖ୍ୟ ନିର୍ବାଚନ … Read More