ପରଲୋକରେ ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ
ଭୁବନେଶ୍ୱର: ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କର ଦେହାନ୍ତ ହୋଇଯାଇଛି | ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଯାଇଛି | ମିଳିଥିବା ସୂଚନା ମୁତାବକ ଦୀର୍ଘଦିନ ଧରି ସେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ହେଉଥିଲେ | ‘ଥକା … Read More