ମନୋରଞ୍ଜନ ପାଣିଗ୍ରାହୀ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିସନର
ଭୁବନେଶ୍ବର: ମନୋରଞ୍ଜନ ପାଣିଗ୍ରାହୀ ଏପ୍ରିଲ୍ ୧ ତାରିଖ ଦିନ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିସନର ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିହାର, ଝାଡ଼ଖଣ୍ଡ ସହ ସେ ଓଡ଼ିଶାର ଦାୟିତ୍ୱ ମଧ୍ୟ ନିର୍ବାହ କରିବେ। ଶ୍ରୀ ପାଣିଗ୍ରାହୀ ୧୯୮୮ ମସିହା … Read More