ବିଜେଡିର ଦ୍ୱିତୀୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା
ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ବୁଧବାର ସନ୍ଧ୍ୟାରେ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ୨୭ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଦଳୀୟ ସୁପ୍ରିମୋ ନବୀନ ପଟ୍ଟନାୟଙ୍କ ଦ୍ବାରା କରାଯାଇଥିବା ଘୋଷଣା ଅନୁସାରେ ବ୍ରଜରାଜନଗରରୁ ପୁଣି ଥରେ ଅଳକା ମହାନ୍ତି … Read More