ବେଆଇନ ଦେଶୀମଦ ପ୍ରସ୍ତୁତି ଓ ବିକ୍ରି କରିବା ଅଭିଯୋଗରେ ୫ ଗିରଫ
ଭୁବନେଶ୍ୱର: ଦିନକୁ ଦିନ ଦେଶୀମଦ କାରବାର ବୃଦ୍ଧି ପାଇବାରେ ଲାଗିଛି। ଆସନ୍ତା ନିର୍ବାଚନକୁ ଦୃଷ୍ଟିରେ ରଖି ବେଆଇନ ଦେଶୀ ମଦ ପ୍ରସ୍ତୁତିକୁ ରୋକିବା ପାଇଁ ପୋଲିସ କଡ଼ାକଡ଼ି କରିଛି। ଭୁବନେଶ୍ବର-କଟକର ପୋଲିସ କମିଶନର ସଂଜୀବ ପଣ୍ଡା ଏବଂ ଭୁବନେଶ୍ବର ଡିସିପିଙ୍କ ନିର୍ଦ୍ଧେଶ … Read More