ବିଜେଡ଼ିର ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀ ଟିକେଟକୁ ନେଇ ବଢୁଛି ସସପେନ୍ସ

ଭୁବନେଶ୍ୱର, : ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀକୁ ନେଇ ବଢୁଛି ସସପେନ୍ସ। ଆଶାୟୀଙ୍କ ଭିତରେ ଚାଲିଛି ଛକାପଞ୍ଝା। ଗୋଟିଏ ପଟେ ବର୍ତ୍ତମାନର ବିଧାୟକ ଥିବା ଅନନ୍ତ ନାରାୟଣ ଜେନା ପୁଣିଥରେ ଟିକେଟ୍‌ ପାଇବା ନେଇ ଲବିରେ ଥିବାବେଳେ ଆଉ ଜଣେ ଯୁବ ଚେହେରା … Read More

ଯୋଗଦେଲେ କଟକର ନୂଆ ଜିଲାପାଳ, ସମସ୍ତଙ୍କ ସହଯୋଗ ଲୋଡ଼ିଲେ

କଟକ : କଟକର ନୂଆ ଜିଲାପାଳ ଭାବେ ୨୦୧୧ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ଅରିନ୍ଦମ ଡାକୁଆ ଶନିବାର କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ବିଦାୟୀ ଜିଲାପାଳ ବିନୀତ ଭରଦ୍ୱାଜ ନୂତନ ଜିଲାପାଳଙ୍କୁ ସ୍ବାଗତ କରିବା ସହ ଜିଲାପାଳଙ୍କ କାର୍ଯ୍ୟାଳୟରେ ଦାୟିତ୍ୱ ହସ୍ତାନ୍ତର କରିଥିଲେ। … Read More

ଦୁଇଟି ଆସନରୁ ଲଢିବେ ନବୀନ!

ଭୁବନେଶ୍ୱର : ରାଜ୍ୟବାସୀ ଦେଖିବାକୁ ଯାଉଛନ୍ତି ପଶ୍ଚିମ ଓଡ଼ିଶାରେ ବଡ଼ ଲଢେଇ। ଏବେ ୨୪ ନିର୍ବାଚନର ବଡ଼ ମଇଦାନ ସାଜିଛି ପଶ୍ଚିମ ଓଡ଼ିଶା। ଓଡିଶାର ହଟ୍‌ ସିଟ ପାଲଟିବାକୁ ଯାଉଛି ପଶ୍ଚିମ ଓଡ଼ିଶା। ଏକଥା ଆମେ କହୁନୁ, ରାଜ୍ୟ ରାଜନୀତିରେ ଜୋର … Read More

ବଦଳିଲା ସ୍କୁଲ ସମୟ

କଟକ,୬ା୪ : ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ୮ ତାରିଖ ସୋମବାରଠାରୁ ଜିଲାରେ ବିଦ୍ୟାଳୟ ସମୟସୂଚୀକୁ ପରିବର୍ତ୍ତନ କରାଯାଇଛି। ୧ମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ଯାଏ ସମସ୍ତ ବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନରେ ସକାଳ ୬.୩୦ରୁ ପାଠପଢ଼ା ଆରମ୍ଭ ହୋଇ ପୂର୍ବାହ୍ନ … Read More

ଚାନ୍ଦବାଲି ଆସନରେ ଏଥର ରୋଚକ ଲଢ଼େଇ: ହ୍ୟାଟ୍ରିକ୍‌ ଲକ୍ଷ୍ୟରେ ବ୍ୟୋମକେଶ

ଭଦ୍ରକ : ଭଦ୍ରକ ଜିଲ୍ଲା ଚାନ୍ଦବାଲି ବିଧାନସଭା କ୍ଷେତ୍ରରୁ ଲଗାତାର ଦୁଇଥର ବିଧାୟକ ହୋଇସାରିଲେଣି ବିଜେଡିର ଯୁବନେତା ଡ.ବ୍ୟୋମକେଶ ରାୟ। ଏଥର ବି ବ୍ୟୋମକେଶଙ୍କ ଉପରେ ଦଳ ଭରସା କରି ତାଙ୍କୁ ପ୍ରାର୍ଥୀ କରିଥିବା ବେଳେ ସେ ହ୍ୟାଟ୍ରିକ୍‌ ବିଜୟ ଲକ୍ଷ୍ୟରେ … Read More

ରଣନୀତି ପ୍ରସ୍ତୁତ କରୁଛି ଏଆଇସିସି: ଓଡ଼ିଶାରେ କଂଗ୍ରେସର ନିର୍ବାଚନୀ ପ୍ରସ୍ତୁତି

ଭୁବନେଶ୍ବର: ଆସନ୍ତା ବିଧାନସଭା ଓ ଲୋକସଭା ନିର୍ବାଚନ ପାଇଁ ଓଡ଼ିଶା ପାଇଁ ରଣନୀତି ପ୍ରସ୍ତୁତ କରିଛି ଏଆଇସିସି। ଓଡ଼ିଶାରେ ଯେଉଁମାନେ ପ୍ରାର୍ଥୀ ହେବେ ସେମାନଙ୍କୁ ସହାୟତା କରିବା ଲାଗି ଦିଲ୍ଲୀରୁ ଏକ ସ୍ବତନ୍ତ୍ର ଟିମ୍ ଓଡ଼ିଶାରେ ବୁଲୁଛନ୍ତି। ପ୍ରତି ନିର୍ବାଚନ ମଣ୍ଡଳୀରେ … Read More

ଆୟବର୍ହିଭୂତ ସଂପତ୍ତି ଠୁଳ ମାମଲା: କନିଷ୍ଠ ଯନ୍ତ୍ରୀଙ୍କୁ ତିନି ବର୍ଷ ଜେଲଦଣ୍ଡ

ଜୟପୁର: ଆୟବର୍ହିଭୁତ ସଂପତ୍ତି ଠୁଳ ମାମଲାର ବିଚାର କରିଛନ୍ତି ଜୟପୁର ସ୍ବତନ୍ତ୍ର ଭିଜିଲାନସ୍ ଜଜ୍ ରାଜେଶ ଏକ୍କା। ଅଭିଯୁକ୍ତ ଥିବା ତତ୍କାଳୀନ ଗୁଣୁପୁର ବ୍ଲକ କନିଷ୍ଠ ଯନ୍ତ୍ରୀ ସରୋଜ କୁମାର ପଣ୍ଡାଙ୍କୁ ତିନି ବର୍ଷ ସଶ୍ରମ କାରା ଦଣ୍ଡ ସହ ୨ଲକ୍ଷ … Read More

ସାଙ୍ଗଙ୍କ ସହ ଭୋଜି ପାଇଁ ଯାଇଥିଲେ ଯୁବକ, ନଦୀରୁ ମିଳିଲା ମୃତଦେହ

ଢେଙ୍କାନାଳା . ସାଙ୍ଗଙ୍କ ସହ ଭୋଜି କରିବାକୁ ଯିବା ହେଲା କାଳ। ହସଖୁସିରେ ମାତି ନଦୀରେ ଗାଧୋଉଥିବା ବେଳେ ବୁଡିଗଲେ ଯୁବକ । ଆଉ ଲିଭିଗଲା ଜୀବନ ଦୀପ । ମୃତକ ହେଲେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନନ୍ତପୁର ସାହିର … Read More

ତାଳଚେର କଣିହାଁ NTPC ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ

ତାଳଚେର : ତାଳଚେର କଣିହାଁ NTPC ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। କୋଇଲା ଡିପୋରୁ ପ୍ଲାଣ୍ଟ ଭିତରକୁ ଯାଇଥିବା କନଭେୟର ବେଲ୍ଟରେ ନିଆଁ ଲାଗି ଯାଇଛି। ନିଆଁକୁ ଆୟତ୍ତ କରିବା ପାଇଁ ୨ରୁ ଅଧିକ ଦମକଳ ବାହିନୀ ନିୟୋଜିତ ହୋଇଛନ୍ତି। ଏତେ … Read More

ପାଣି ପାଇଁ ଥାନାରେ ପହଞ୍ଚିଲେ ଶତାଧିକ ଗାଁ ଲୋକ

କଣ୍ଟାବାଞ୍ଝି : ରାସ୍ତା କାମ କରୁଥିବା ଠିକାଦାର ପାନୀୟ ଜଳ ଯୋଗାଣ ହେଉଥିବା ପାଇପ୍‌ ଭାଙ୍ଗିଦେଲା। ଯେତେ ଗୁହାରୀ କଲେ ମଧ୍ୟ ଶୁଣିଲା ନାହିଁ। ଶେଷରେ ଆଜି ଶତାଧିକ ଗାଁ ଲୋକେ ଥାନାରେ ଦ୍ୱାରସ୍ଥ ହୋଇଛନ୍ତି। ଠିକାଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ … Read More