ପ୍ରବଳ ଗ୍ରୀଷ୍ମପ୍ରବାହ ମଧ୍ୟରେ ସଫଳ ନିର୍ବାଚନ ପରିଚାଳନା ନେଇ ଉଚ୍ଚସ୍ତରୀୟ ବୈଠକ
ଭୁବନେଶ୍ୱର: ଓଡ଼ିଶାରେ ଏକକାଳୀନ ସାଧାରଣ ନିର୍ବାଚନ ୨୦୨୪ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ମଧ୍ୟରେ ଅନୁଷ୍ଠିତ ହେବାକୁ ଯାଉଛି । ଭାରତ ନିର୍ବାଚନ କମିଶନଙ୍କ ଦ୍ୱାରା ଧାର୍ଯ୍ୟ ହୋଇଥିବା ତାରିଖ ଅନୁସାରେ ମଇ ୧୩, ୨୦, ୨୫ ଓ ଜୁନ ୧ରେ ଚତୁର୍ଥ, ପଞ୍ଚମ, ଷଷ୍ଠ … Read More