ଓଡ଼ିଶାରେ ନିର୍ବାଚନ ଲଢିବ ସିପିଆଇ, ଏହିସବୁ ଆସନରେ ପ୍ରାର୍ଥୀ ଦେବ ଦଳ

ଭୁବନେଶ୍ୱର,୧୧।୪: ନିର୍ବାଚନ ପାଖେଇ ଆସୁଥିବାବେଳେ ଏବେ ସବୁ ଦଳ ଜୋରଦାର ପ୍ରସ୍ତୁତିରେ ଲାଗି ପଡିଛନ୍ତି। ଭାଜପା, ବିଜେଡି, କଂଗ୍ରେସ ପରେ ଆମ ଆଦମୀ ପାର୍ଟି ଓଡ଼ିଶାରେ ନିର୍ବାଚନ ଲଢିବା ନେଇ ଘୋଷଣା କରିଛି। ଏହି କ୍ରମରେ ସିପିଆଇ ମଧ୍ୟ ରାଜ୍ୟରେ ନିର୍ବାଚନ … Read More

ଚିକିତ୍ସାଧୀନ ଅବସ୍ଥାରେ କଣ୍ଟାବାଞ୍ଜି ତହସିଲଦାରଙ୍କ ମୃତ୍ୟୁ

କଣ୍ଟାବାଞ୍ଜି : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ତହସିଲଦାର ରତନଲାଲ ମୁଣ୍ଡାଙ୍କ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ମୃତ୍ୟୁ। ସେ ଦୀର୍ଘ ଦିନ ଧରି କିଡନୀ ଜନିତ ରୋଗରେ ପୀଡିତ ଥିଲେ। ମାର୍ଚ୍ଚ ୨୨ ତାରିଖରେ କଣ୍ଟାବାଞ୍ଜି ତହସିଲ୍‌ରେ କାର୍ଯ୍ୟରତ … Read More

ପୁଣି କେନ୍ଦ୍ରରେ ଏବଂ ଏଥର ଓଡ଼ିଶାରେ ବିଜେପି ସରକାର ଗଢିବ: ବିଜୟପାଲ ସିଂ ତୋମାର

ରାଉରକେଲା: ବିଜେପି ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର ଆଜି ରାଉରକେଲାରେ ପହଞ୍ଚିଛନ୍ତି। ସେ ସୁନ୍ଦରଗଡ଼ ସାତ ବିଧାନସଭା ଓ ଲୋକସଭା ଆସନ ଲାଗି ନିର୍ବାଚନ ରଣନୀତି ପ୍ରସ୍ତୁତ କରିବେ। ବୈଠକରେ ଲୋକସଭା ସାଂସଦ ପ୍ରାର୍ଥୀ ଜୁଏଲ ଓରାମଙ୍କ ସମେତ ଛଅ … Read More

ବିଜେଡି ଛାଡ଼ିଲେ ପୂର୍ବତନ ମହିଳା କମିସନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ

ଭୁବନେଶ୍ବର: ପୂର୍ବତନ ମହିଳା କମିସନ ଅଧ୍ୟକ୍ଷା ତଥା ସୁନ୍ଦରଗଡ଼ର ବିଜେଡି ପର୍ଯ୍ୟବେକ୍ଷକ ଜ୍ୟୋତି ପାଣିଗ୍ରାହୀ ଦଳରୁ ଇସ୍ତଫା ଦେଇଛନ୍ତି। ସେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିଜର ଇସ୍ତଫା ପତ୍ର ପଠାଇଛନ୍ତି। ସୂଚନା ଅନୁସାରେ ଜ୍ୟୋତି ପାଣିଗ୍ରାହୀ ବିଜେଡିର ଜଣେ ଦକ୍ଷ … Read More

ରାଜ୍ୟର ୨୧ ଲୋକସଭା କ୍ଷେତ୍ରରେ ବିଜେଡି ଓ ବିଜେପି ପ୍ରାର୍ଥ ଘୋଷଣା ଶେଷ

ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪ ପାଇଁ ରାଜନୈତିକ ଦଳଗୁଡ଼ିକ ଜୋରଦାର ରଣନୀତି ଆରମ୍ଭ କରିଦେଇଛନ୍ତି। ଏହି କ୍ରମରେ ଭାରତୀୟ ଜନତା ପାର୍ଟି (ବିଜେପି) ଓ ବିଜୁ ଜନତା ଦଳ (ବିଜେଡି) ଏକ ପାଦ ଆଗରେ ଅଛନ୍ତି। ଉଭୟ ଦଳ ରାଜ୍ୟର ୨୧ ଲୋକସଭା … Read More

ବିଜେଡି ଛାଡ଼ି ବିଜେପିରେ ଯୋଗଦେଲେ ଖଲିକୋଟ୍‌ର ସ୍ୱର୍ଗତ ରାଣୀ ସୁଜ୍ଞାନ କୁମାରୀ ଦେଓଙ୍କ ଶତାଧିକ ସମର୍ଥକ

ଭୁବନେଶ୍ବର: ଗଂଜାମ ଜିଲ୍ଲା ଖଲ୍ଲିକୋଟ୍‌ର ସ୍ୱର୍ଗତ ରାଣୀ ସୁଜ୍ଞାନ କୁମାରୀ ଦେଓଙ୍କ ସମର୍ଥକମାନେ ଗୁରୁବାର ଦିନ ବିଜେପିରେ ସାମିଲ ହୋଇଛନ୍ତି। ସୁଜ୍ଞାନୀଙ୍କ ସମର୍ଥକମାନେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପଦ୍ମ ଧରିଛନ୍ତି। ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ, ଆସ୍କା ସାଂସଦ ପ୍ରାର୍ଥୀ … Read More

ବଦଳିବ ପାଗ: ଆସନ୍ତାକାଲିଠୁ ବଢ଼ିବ ତାପମାତ୍ରା, ୧୪ରୁ ଦୁଇ ଦିନ ପାଇଁ ୟଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟରେ ପୁଣି ଫେରିବ ତାତି। ଆସନ୍ତାକାଲି ଠାରୁ ପରବର୍ତ୍ତୀ ୪ ଦିନ ଯାଏଁ ବିଭିନ୍ନ ସ୍ଥାନରେ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି। ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ଆକଳନ କରିଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆସନ୍ତା … Read More

ଶିକାରୀଙ୍କୁ ଧରିଲେ ଗ୍ରାମବାସୀ, ଗିରଫ କଲା ବନବିଭାଗ

ବାରିପଦା : ଶିମିଳିପାଳ ଅଭୟାରଣ୍ୟକୁ ଅବାଧରେ ଶିକାର ପାଇଁ ପଶିଥିବା ଦୁଇ ଶିକାରୀଙ୍କୁ ଧରି ବନ ବିଭାଗକୁ ହସ୍ତାନ୍ତର କରିଛନ୍ତି ଗ୍ରାମବାସୀ। ସେମାନଙ୍କ ଠାରୁ ଦୁଇଟି ଦେଶୀ ବନ୍ଧୁକ ସହ ଶିକାର ସରଞ୍ଜାମ ଜବତ୍ କରା ଯାଇଛି। ଶିମିଳିପାଳ ଅଭୟାରଣ୍ୟକୁ ଲାଗିଥିବା … Read More

ମା’ ତାରିଣୀଙ୍କ ୮୮ତମ ଚଇତି ପର୍ବ

କେନ୍ଦୁଝର : କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ଘଟଗାଁ ମା’ ତାରିଣୀଙ୍କ ପୀଠରେ ପାଳିତ ହେଉଛି ୮୮ ତମ ଚଇତି ପର୍ବ। ଏହି ଚଇତି ପର୍ବ ୭ ଦିନ ଧରି ପାଳନ କରାଯାଉଥିବା ବେଳେ ଆଜି ପର୍ବର ତୃତୀୟ ଦିନ। ଆଜି … Read More

ପ୍ରତାପ ଷଡ଼ଙ୍ଗୀଙ୍କ ବିରୋଧରେ ଲେଖାଶ୍ରୀ

ଭୁବନେଶ୍ବର : ବାଲେଶ୍ୱର ଲୋକସଭା ଆସନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଦଳ ଏଠାରୁ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ପ୍ରାର୍ଥୀ କରିଛି। ନିକଟରେ ସେ ବିଜେପିରୁ ଇସ୍ତଫା ଦେଇ ବିଜେଡିରେ ମିଶିଥିଲେ। ବିଜେପି ବାଲେଶ୍ୱରରୁ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ପୁଣି … Read More