୯ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ବାଲେଶ୍ୱରରୁ ଲଢ଼ିବେ ଶ୍ରୀକାନ୍ତ
ରାଜ୍ୟର ଆଉ ୯ ଲୋକସଭା ଆସନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ବାଲେଶ୍ୱରରୁ ଦଳ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କୁ ଟିକେଟ୍ ଦେଇଥିବା ବେଳେ ଭଦ୍ରକରୁ ଲଢ଼ିବେ ଅନନ୍ତ ପ୍ରସାଦ ସେଠୀ। ସେହିପରି ଯାଜପୁରରୁ ଅଞ୍ଚଳ ଦାସଙ୍କୁ ଟିକେଟ ଦିଆଯାଇଥିବା ବେଳେ ଢେଙ୍କାନାଳରୁ ସସ୍ମିତା ବେହେରା, … Read More