ସ୍ୱଚ୍ଛ ପାନୀୟ ଜଳ ଉପଲବ୍ଧ ପାଇଁ ରେଳବାଇର ଅଭିଯାନ
ସମ୍ବଲପୁର: ପୂର୍ବତଟ ରେଳବାଇ ଅର୍ନ୍ତଗତ ସମ୍ବଲପୁର ରେଳ ମଣ୍ଡଳ ଅର୍ନ୍ତଗତ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହକୁ ଧ୍ୟାନରେ ରଖି ସ୍ୱଚ୍ଛ ପାନୀୟ ଜଳ ଉପଲବ୍ଧ କରିବା ପାଇଁ ଏକ ଅଭିଯାନ ଆରମ୍ଭ କରାଯାଇଛି। ସମ୍ବଲପୁର ରେଳ ମଣ୍ଡଳ ଅଧିନସ୍ଥ ରେଳ ଷ୍ଟେସନ ଓ … Read More