ଏନ୍‌କାଉଣ୍ଟରରେ ୨୯ ନକ୍ସଲ ସଫା, ସର୍ଚ୍ଚ ଅପରେସନ୍‌ ଜାରି

ଭୁବନେଶ୍ବର/ମାଲକାନଗିରି: ସାଧାରଣ ନିର୍ବାଚନ-୨୦୨୪ ପାଇଁ ମତଦାନ ପୂର୍ବରୁ ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ପୁଣି ବଡ଼ଧରଣର ଏନ୍‌କାଉଣ୍ଟର ହୋଇଛି। କାଂକେର ଜିଲ୍ଲା ଛୋଟେବେଟିଆ ଥାନା କଲପର ଜଂଗଲରେ ଏନକାଉଣ୍ଟର ହୋଇଥିବା ଜଣାପଡ଼ିଛି। ଏହି ଏନ୍‌କାଉଣ୍ଟରରେ ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ନକ୍ସଲ ନେତା ଶଙ୍କର ରାଓଙ୍କ … Read More

ଅଧାବାଟରେ ଅଟକିଲେ ପ୍ରଭୁ ଶ୍ରୀଲିଙ୍ଗରାଜ, ଆସନ୍ତାକାଲି ପୁଣି ଗଡ଼ିବ ରୁକୁଣା ରଥ

ଭୁବନେଶ୍ବର: ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ ମଙ୍ଗଳବାର ସନ୍ଧ୍ୟାରେ ପାପନାଶିନୀ ଛକ ନିକଟରେ ଅଟକିଛି। ବିଧି ରହିଛି ସୂର୍ଯ୍ୟାସ୍ତ ପରେ ରଥ ଟଣା ହୁଏନି। ତେଣୁ ଅଧା ରାସ୍ତାରେରଥ ଅଟକିଛି। ଅଧଘଣ୍ଟା ବିଳମ୍ବରେ ନୀତିକାନ୍ତ ଆରମ୍ଭ ହୋଇ ଦେଢ଼ଘଣ୍ଟା ବିଳମ୍ବରେ … Read More

ଦେଶୀ ବନ୍ଧୁକ ତିଆରି କାରଖାନା ଉପରେ ଚଢ଼ାଉ, ୨୨ ବନ୍ଧୁକ ଜବତ ଓ ୩ ଗିରଫ

ସମ୍ବଲପୁର : ସମ୍ବଲପୁର ପୋଲିସକୁ ମିଳିଛି ବଡ ସଫଳତା । ସମ୍ବଲପୁର ପୋଲିସ ବେଆଇନ ଭାବରେ ଦେଶୀ ବନ୍ଧୁକ ତିଆରି ହେଉଥିବା କାରଖାନା ଉପରେ ଚଢ଼ାଉ କରି ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ସମ୍ବଲପୁର ଏସପିଙ୍କ ନିର୍ଦ୍ଦେଶରେ ଜମନକିରା ପୋଲିସ … Read More

ପ୍ରଧାନମନ୍ତ୍ରୀ ମୋଦି ସବୁଠାରୁ ବଡ଼ ଦୁର୍ନୀତିର ଓକିଲାତି କରୁଛନ୍ତି : ରାହୁଲ ଗାନ୍ଧି

ନିର୍ବାଚନୀ ବଣ୍ଡ ପ୍ରସଙ୍ଗରେ ପୁଣିଥରେ ସିଧାସଳଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତା ରହୁଲ ଗାନ୍ଧି। ସବୁଠାରୁ ବଡ଼ ଦୁର୍ନୀତି କାଣ୍ଡକୁ ଠିକ ବୋଲି ପ୍ରମାଣିତ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ଚେଷ୍ଟା କରୁଛନ୍ତି ବୋଲି ରାହୁଲ କହଛନ୍ତି। … Read More

ଓଆରଏଚଡିସି ଦୁର୍ନୀତି ମାମଲା: ମୋକିମଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କଲେ ସୁପ୍ରିମକୋର୍ଟ

କଟକ: ଓଆରଏଚଡିସି ଦୁର୍ନୀତି ମାମଲାରେ ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ସାମୟିକ ଆଶ୍ଵସ୍ତି । ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଆଶ୍ବସ୍ତି ପ୍ରଦାନ କଲେ ସୁପ୍ରିମକୋର୍ଟ । ଓଆରଏଚଡିସି ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡ ହାଇକୋର୍ଟ କାଏମ … Read More

ଝାରସୁଗୁଡ଼ାରେ କୋର୍ଟ ଛାତ ଉପରୁ ଡେଇଁ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ

ଝାରସୁଗୁଡ଼ା: ଛାତ ଉପରୁ ଡେଇଁ ଜଣେ କଏଦୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଝାରସୁଗୁଡ଼ା ଜିଲ୍ଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ଜଣେ ଅଭିଯୁକ୍ତ ଡେଇଁ ଆତ୍ମହତ୍ୟା ଉଦ୍ୟମ କରୁଥିବାର ଘଟଣା ସାମ୍ନାକୁ ଆସିଛି। ଅଭିଯୁକ୍ତ ଜଣଙ୍କ ହେଲେ ବେଲପାହାଡ଼ ଥାନା ଅନ୍ତର୍ଗତ … Read More

ବିଜେଡିରେ ମିଶିଲେ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ ନେତା

ଭୁବନେଶ୍ୱର: ବିଜେଡ଼ିରେ ଯୋଗଦେଲେ କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ । ଆଜି ଶଙ୍ଖଭବନ ଠାରେ ଧର୍ମଶାଳା ବିଧାୟକ ତଥା କଳାହାଣ୍ଡି ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ ଓ ରାଜ୍ୟସଭା ସାଂସଦ … Read More

SCBରୁ ଫେରାର୍ କଏଦୀଙ୍କ ଝୁଲନ୍ତା ମୃତଦେହ ଯାଜପୁରରୁ ଉଦ୍ଧାର

କଟକ ବଡ଼ ମେଡ଼ିକାଲରୁ ଫେରାର କଏଦୀଙ୍କ ମୃତଦେହ ଯାଜପୁର ଜିଲ୍ଲା କାଳିଆପାଣି ଥାନା ଅନ୍ତର୍ଗତ ଗିରିଙ୍ଗାମାଳି ଜଙ୍ଗଲରୁ ଉଦ୍ଧାର କରାଯାଇଛି। ମୃତ କଏଦୀ ଜଣଙ୍କ ହେଲେ ସ୍ଥାନୀୟ ଅଞ୍ଚଳର ଶୁକ୍ରା ମୁଣ୍ଡା। ଶୁକ୍ରା ଏକ ହତ୍ୟା ମାମଲାରେ ଦଣ୍ଡିତ ହୋଇ ଆଠଗଡ଼ … Read More

ଉନ୍ନତିକରଣ ନେଇ ଭିଡିଓ କଲ୍‌ ଯୋଗେ ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ନିର୍ବାଚନ ପୂର୍ବରୁ ଉନ୍ନତିକରଣକୁ ନେଇ ଲୋକଙ୍କ ମତ ନେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ ଭଏସ କଲ ଆଉ ଏବେ ଭିଡିଓ କଲ୍‌ ଯୋଗେ ଲୋକଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ଲୋକଙ୍କ ସହ କଥା ହେବା … Read More

ଶ୍ରୀମନ୍ଦିରରେ ଅଶୋକାଷ୍ଟମୀ ନୀତି ପାଳିତ

ପୁରୀ : ଶ୍ରୀମନ୍ଦିରରେ ଅଶୋକାଷ୍ଟମୀ । ଶ୍ରୀମନ୍ଦିରରେ ଶ୍ରୀଲୋକନାଥଙ୍କ ଅଶୋକାଷ୍ଟମୀ ନୀତି ପାଳିତ ହୋଇଛି । ଶ୍ରୀଲୋକନାଥ ହେଉଛନ୍ତି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ। ମହାପ୍ରଭୁଙ୍କ ଭଣ୍ଡାର ଗୃହରେ ଲୋକନାଥଙ୍କ ଚଳନ୍ତି ପ୍ରତିମା ପୂଜା ପାଇଥାନ୍ତି। ମହାପ୍ରଭୁଙ୍କ ସକାଳ ଧୂପ ପରେ ଭଣ୍ଡାର … Read More