ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର: ନିର୍ବାଚନରେ ନକ୍ସଲ ଘଟାଇଥାନ୍ତେ ବଡ଼ଧରଣର ଅଘଟଣ
ମାଲକାନଗିରି: ସାଧାରଣ ନିର୍ବାଚନ-୨୦୨୪ ପୂର୍ବରୁ ଛତିଶଗଡ଼ ପୁଲିସକୁ ବଡ଼ଧରଣର ସଫଳତା ମିଳିଛି। ନକ୍ସଲମାନେ ଏକ ବଡ଼ଧରଣର ଅଘଟଣ ଘଟାଇବା ପାଇଁ କେନ୍ଦ୍ରୀୟ କମିଟି ସହ ଏହି ଅଂଚଳର ଟପ୍ ମାଓନେତା ସାମିଲ ହୋଇ ବୈଠକ କରୁଥିଲେ। କାଂକେର ଜିଲ୍ଲାର ଛୋଟିବେଠିଆ ଥାନା … Read More