ବିଜେଡିର ପଞ୍ଚମ ପ୍ରାର୍ଥୀ ତାଲିକା ଘୋଷଣା: କଣ୍ଟାବାଞ୍ଚିରୁ ନବୀନ, ପ୍ରସନ୍ନ-ରୋହିତଙ୍କ ଆସନ ଅଦଳବଦଳ
ଭୁବନେଶ୍ବର: ବିଜେଡ଼ିର ପଞ୍ଚମ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ତାଲିକାରେ ୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। କଣ୍ଟାବାଞ୍ଚିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲଢ଼ିବେ ବୋଲି ଘୋଷଣା କରାଯାଇଛି। ସେହିପରି ସମ୍ବଲପୁର ଏବଂ ରେଢାଖୋଲ ଆସନରେ ଦଳ ପକ୍ଷରୁ ପ୍ରାର୍ଥୀ … Read More