ଓଡ଼ିଆ ଭାଷା, ସଂସ୍କୃତି ଓ ଓଡ଼ିଶାର ଗୌରବ ପାଇଁ ବିଜେପି ଏକା ଲଢ଼ିବ ବୋଲି ମେଣ୍ଟ କଲାନି – ଅମିତ ଶାହ
ଭୁବନେଶ୍ବର: ଓଡ଼ିଶାରେ ବିଜେଡି ଓ ବିଜେପି ମଧ୍ୟରେ ମେଣ୍ଟ କାହିଁକି ହେଲାନି, ସେ ସମ୍ପର୍କରେ ଆଜି ମୁହଁ ଖୋଲିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ‘ଇଣ୍ଡିଆ ଟୁଡ଼େ’ ସହ ଏକ ସାକ୍ଷାତକାରରେ ଶ୍ରୀ ଶାହ କହିଛନ୍ତି, ଆମର କାର୍ଯ୍ୟକର୍ତ୍ତାମାନେ ଓଡ଼ିଆ … Read More