ବିଜେପିରେ ମିଶିଲେ ବିଧାୟିକା ସୀମାରାଣୀ ନାୟକ
ଭୁବନେଶ୍ବର: ଗତକାଲି ବିଜେଡି କାଟିଥିଲା ଟିକେଟ। ଆଜି ବିଜେପିରେ ଯୋଗ ଦେଲେ ବିଧାୟିକା ସୀମାରାଣୀ ନାୟକ। ଲଗାତାର ଦୁଇ ଥର ହିନ୍ଦୋଳରୁ ବିଧାନସଭାକୁ ନିର୍ବାଚିତ ହୋଇଥିବା ସୀମାରାଣୀଙ୍କୁ ଏଥର ଟିକେଟ ଦେଇନି ବିଜେଡି। ତାଙ୍କ ବଦଳରେ ଢେଙ୍କାନାଳ ସାଂସଦ ମହେଶ ସାହୁଙ୍କୁ … Read More