ପୁଲିସ ଇନଫର୍ମର ସଂଦେହରେ ଜଣକୁ ହତ୍ୟା କଲେ ନକ୍ସଲ
ମାଲକାନଗିରି: ସୀମାନ୍ତ ଛତିଶଗଡରେ ପୁଣି ନକ୍ସଲ ହିଂସା ଦେଖିବାକୁ ମିଳିଛି। କାଂକେର ଜିଲ୍ଲାର ଛୋଟେବେଠିଆ ଥାନା ଅଂଚଳରେ ଗତ ୧୬ ତାରିଖରେ ପୁଲିସ ଏନକାଉଣ୍ଟରରେ ୨୯ ଜଣ ନକ୍ସଲ ମୃତ୍ୟୁବରଣ କରିଥିବା ବେଳେ ବିପୁଳ ପରିମାଣରେ ଅସ୍ତଶସ୍ତ୍ର ଜବତ କରିଥିଲା ପୁଲିସ। … Read More