୪୦ ଡିଗ୍ରି ଉପରେ ରାଜ୍ୟର ୩୨ ସହର; ୪୪.୬ ଡିଗ୍ରୀ ସହ ଅନୁଗୁଳ ସବୁଠୁ ଉତ୍ତପ୍ତ ସହର
ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆହୁରି ୫ ଦିନ ଯାଏଁ ତାତିରୁ ନିସ୍ତାର ମିଳିବ ନାହିଁ ନାହିଁ। ପାଣିପାଗ ବିଭାଗ ପକ୍ଷରୁ ଏଭଳି ସତର୍କ ସୂଚନା ଜାରି ହୋଇଛି। ଏହାରି ମଧ୍ୟରେ ରାଜ୍ୟର ୩୨ଟି ସହରର ତାପମାତ୍ରା ଆଜି … Read More