ହାତରେ ଠେଙ୍ଗାଧରି ଚେତାବନୀ ଦେଲେ ଲୋକେ

କଟକ : ‘ଗାଁ ରାସ୍ତା ଅବସ୍ଥା ଶୋଚନୀୟ। ପାଣି ଓ ଆଲୋକ ସମସ୍ୟାର ବି’ ସମାଧାନ କରାଯାଉ ନାହିଁ। ବର୍ଷବର୍ଷ ଧରି ପ୍ରଶାସନକୁ ଗୁହାରି କରି ନୟାନ୍ତ ହେଲୁଣି। ଆଉ ନିର୍ବାଚନରେ ଭୋଟ ଦେବୁନି।’ ହାତରେ ଠେଙ୍ଗାଧରି ଏହିଭଳି ଚେତାବନୀ ଦେଇଛନ୍ତି … Read More

ପୁରୀରେ ବ୍ୟାପିଲା ଝାଡ଼ାବାନ୍ତି, ଗଲାଣି ୨ ଜୀବନ

ପୁରୀ : ପୁରୀ ସହରରେ ବ୍ୟାପିଛି ଝାଡ଼ାବାନ୍ତି। ଶ୍ରୀକ୍ଷେତ୍ରର ବିଭିନ୍ନ ଅଞ୍ଚଳରେ ଅଣାୟତ୍ତ ହେଲାଣି ଝାଡ଼ାବାନ୍ତି । ଏଯାବତ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ପୁରୀରେ ୨ ଜଣ ଆଖି ବୁଜି ସାରିଥିବା ବେଳେ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ … Read More

କାଲି ହାଇଭୋଲଟେଜ ପ୍ରଚାର; ମଇଦାନକୁ ଓହ୍ଲାଇବେ ନଡ୍ଡା ଓ ରାହୁଲ

ଭୁବନେଶ୍ବର : ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ତାରିଖ ପାଖେଇ ଆସୁଥିବେଳେ କ୍ୟାମ୍ପେନ୍‌ରେ କମ୍ପୁଛି ମଇଦାନ। ପ୍ରଚାର ପାଇଁ ମଇଦାନକୁ ଓହ୍ଲାଉଛନ୍ତି କଂଗ୍ରେସ, ବିଜେପି ଓ ବିଜେଡି ଦଳର ଷ୍ଟାର ପ୍ରଚାରକ। ହେଲେ କାଲି ହେବ ହାଇଭୋଲଟେଜ ପ୍ରଚାର। କାଲି … Read More

୫ଟି ଅଧ୍ୟକ୍ଷଙ୍କ ବିରୁଦ୍ଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲେ ବଳଭଦ୍ର ମାଝି

ମାଲକାନଗିରି: ମାଲକାନଗିରି ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଆଜି ନବରଙ୍ଗପୁର ସାଂସଦ ପାର୍ଥୀ ତଥା ପୂର୍ବତନ ସାଂସଦ ବଳଭଦ୍ର ମାଝି ଏକ ସାମ୍ବାଦିକ ସମ୍ମିଳନୀ କରି ସିଧାସଳଖ ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନଙ୍କ ବିରୁଦ୍ଧରେ ଗର୍ଜିଛନ୍ତି। ଶାସକ ଦଳ ପାଇଁ ପ୍ରଚାରରେ ଆସି ଭି … Read More

ଭିଭିପିଏଟି ଆବେଦନ ଖାରଜ ନେଇ ମୋଦୀଙ୍କ ବିରୋଧୀଙ୍କୁ ଶକ୍ତ ଚାପୁଡ଼ା ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖିଲା କଂଗ୍ରେସ

ନୂଆଦିଲ୍ଳୀ: ଗତକାଲି ଭୋଟର ଭେରିଫାଏବଲ୍ ପେପର ଅଡିଟ୍ ଟ୍ରେଲ୍ (ଭିଭିପିଏଟି)କୁ ନେଇ ହୋଇଥିବା ଆବେଦନକୁ ଶୁକ୍ରବାର ଖାରଜ କରି ଦେଇଛନ୍ତି ସୁପ୍ରିମ୍‌କୋର୍ଟ। ଏହା ସହ ବାଲାଟ ପେପରରେ ଭୋଟିଂ କରିବାକୁ ନେଇ କରାଯାଇଥିବା ସମସ୍ତ ଆବେଦନକୁ ମଧ୍ୟ ଖାରଜ କରି ଦେଇଛନ୍ତି … Read More

ବିହାରରୁ ଉତ୍ତରପ୍ରଦେଶକୁ ଶିଶୁ ଚାଲାଣ, ୯୫ ଜଣଙ୍କୁ ଉଦ୍ଧାର କଲା ଶିଶୁ ଆୟୋଗ

ଲକ୍ଷ୍ନୌ : ବେଆଇନ ଭାବେ ଚାଲାଣ ହେଉଥିବା ୯୫ ଜଣ ଶିଶୁଙ୍କୁ ଉଦ୍ଧାର କରିଛି ଉତ୍ତରପ୍ରଦେଶ ଶିଶୁ ଆୟୋଗ। ବିହାରରୁ ଉତ୍ତରପ୍ରଦେଶ ଚାଲାଣ ହେଉଥିବା ବେଳେ ଚଢାଉ କରି ଆୟୋଗ ୯୫ ଜଣଙ୍କୁ ଉଦ୍ଧାର କରିଛି। ଅଯୋଧ୍ୟା ଶିଶୁ କଲ୍ୟାଣ ସମିତି … Read More

ହେଲିକପ୍ଟରକୁ ଚଢ଼ିବା ବେଳେ ପଡ଼ିଗଲେ ଦିଦି

କୋଲକାତା: ନିର୍ବାଚନ ପ୍ରଚାର ବେଳେ ଆହତ ହେଲେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଲୋକସଭା ନିର୍ବାଚନ ପାଇଁ ପ୍ରଚାର କରିବା ପାଇଁ ମମତା ପଶ୍ଚିମବଙ୍ଗର ଦୁର୍ଗାପୁରରେ ପହଞ୍ଚିଥିଲେ। ପ୍ରଚାର ଶେଷ ‌କରି ଫେରିବା ସମୟରେ ହେଲିକପ୍ଟରରେ ଚଢ଼ିବା ବେଳେ ଏହି ଦୁର୍ଘଟଣା … Read More

ପୂରା ଦେଶ ଚାହୁଁଛି ‌ମୁଁ ରାଜନୀତିରେ ଯୋଗ ଦିଏ: ରୋବର୍ଟ ଭଦ୍ରା

ଋଷିକେଶ: ଆମେଥୀ ସଂସଦୀୟ ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଇଚ୍ଛା ପ୍ରକାଶ କରିଥିବା କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ୱାମୀ ରୋବର୍ଟ ଭଦ୍ରା ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ପୂରା ଦେଶ ସେ ରାଜନୀତିରେ ପ୍ରବେଶ କରନ୍ତୁ … Read More

ଜଳିଗଲା ୩୬ ଯାତ୍ରୀଙ୍କୁ ନେଇ ଯାଉଥିବା ବସ୍‌, ଯାତ୍ରୀ ସୁରକ୍ଷିତ

ମୁମ୍ବାଇ : ଚାହୁଁ ଚାହୁଁ ଜଳି ଗଲା ଯାତ୍ରୀବାହୀ ବସ୍‌। ବସ୍‌ରେ ଥିଲେ ୩୬ ଯାତ୍ରୀ। ଏହି ପୂରା ଘଟଣା ଏକ ଭୟଙ୍କର ଦୃଶ୍ୟ ସାମ୍ନାକୁ ଆସିଛି। ଯାହା ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମୁମ୍ବାଇ-ପୁଣେ ଏକ୍ସପ୍ରେସ୍‌ ଜାତୀୟ ରଜପଥରେ … Read More

ଆପ୍‌ର ନିର୍ବାଚନୀ ପ୍ରଚାର ମଙ୍ଗ ଧରିବେ ସୁନୀତା

ନୂଆଦିଲ୍ଲୀ : ପ୍ରଚାର ମୈଦାନକୁ ଓହ୍ଲାଇବେ ସୁନୀତା କେଜ୍ରିଓ୍ୱାଲ। ଆମ୍‌ ଆଦମୀ ପାର୍ଟିର ନିର୍ବାଚନୀ ପ୍ରଚାରର ମଙ୍ଗ ଧରିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ପତ୍ନୀ। ଏଥିପାଇଁ ଆପ୍‌ ପକ୍ଷରୁ ତାଙ୍କୁ ମିଳିଛି ବଡ଼ ଦାୟିତ୍ୱ। ଗତ ମାସରେ ଇଣ୍ଡିଆ ବ୍ଲକ୍ … Read More