ଭୁବନେଶ୍ୱରରେ ବ୍ଲକିଂ ଚେକିଂ ବେଳେ ଜବତ ହେଲା ୩ ଲକ୍ଷ ୬୦ ହଜାର ଟଙ୍କା
ଭୁବନେଶ୍ୱର : ଭୁବନେଶ୍ୱରରେ ବ୍ଲକିଂ ଚେକିଂ ବେଳେ ୩ ଲକ୍ଷ ୬୦ ହଜାର ଟଙ୍କା ଜବତ । ଗତକାଲି ଚନ୍ଦ୍ରଶେଖରପୁର ଅଞ୍ଚଳରୁ ରାତି ପ୍ରାୟ ୨ଟା ବେଳେ କାରର ଡିକିରୁ ଟଙ୍କା ମିଳିଛି । ଏହାର ସନ୍ତୋଷଜନକ ଉତ୍ତର ଦେଇ ପାରିନଥିଲେ କାର … Read More