ଟି-୨୦ ବିଶ୍ୱକପ ପାଇଁ ଘୋଷଣା ହେଲା ଭାରତୀୟ ଟିମ, ବାଦ ପଡ଼ିଲେ କେଏଲ ରାହୁଲ

ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ମାସରୁ ଆରମ୍ଭ ହେବାକୁ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ସ୍କ୍ୱାଡ ଘୋଷଣା କରାଯାଇଛି। ବିସିସିଆଇର ମୁଖ୍ୟ ଚୟକର୍ତ୍ତା ଅଜିତ ଅଗକର ୧୫ ଜଣିଆ ଟିମରେ ଥିବା ଖେଳାଳିଙ୍କ ନାଁ ସାର୍ବଜନୀନ କରିଛନ୍ତି। ପୂର୍ବ ସୂଚନା ମୁତାବକ … Read More

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ

ଭୁବନେଶ୍ବର: ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ ବିଜେଡିରୁ ଇସ୍ତଫା ଦେଇଛନ୍ତି। କାକଟପୁରର ପୂର୍ବତନ ବିଧାୟକ ଶ୍ରୀ ସେଠୀ ମଙ୍ଗଳବାର ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ସେ ନିଜର ଇସ୍ତଫା ସମ୍ପର୍କରେ ଜଣାଇଛନ୍ତି। ଚନାଯୋଗ୍ୟ, ଶ୍ରୀ ସେଠୀ … Read More

ଜଳୁଛି ଓଡ଼ିଶା: ୪୪ ଡ଼ିଗ୍ରୀ ଉପରେ ୧୫ ସହର, ବାରିପଦାରେ ୪୬.୪

ଭୁବନେଶ୍ବର : ତତଲା ତାୱାରେ ଭାଜି ହେଉଛି ସାରା ରାଜ୍ୟ। ଘର ବାହାରେ ମୁଣ୍ଡଫଟା ଖରା; ଭିତରେ ପ୍ରବଳ ଗରମ, ଗୁଳୁଗୁଳି। କାନ୍ଥ, ଛାତ, ଶେଯ ସବୁ ତାତି ଯାଉଛି। ଫ୍ୟାନ୍‌ ତ ଦୂରର କଥା, କୁଲର୍‌ ବି କାମ କରୁନି। … Read More

ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

ଚିକିଟି : ଚିକିଟିରେ ପୁଣି ଥରେ ବିଜେପି ନେତା ପ୍ରଦୀପ ପାଣିଗ୍ରାହୀଙ୍କୁ ଟାର୍ଗେଟ କଲେ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ପ୍ରଦୀପଙ୍କ ନାଁ ନନେଇ ପାଣ୍ଡିଆନ ଚିକିଟିବାସୀଙ୍କୁ ସମ୍ବୋଧନ କରି କହିଥିଲେ ଯେ, ଜେଲ ଯାଇ ବେଲରେ ଆସିଥିବା ନେତାଙ୍କୁ ସଂସଦକୁ … Read More

ପ୍ରାର୍ଥୀ ଚୟନକୁ ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସ ମୁଖପାତ୍ର ସୁଦର୍ଶନ ଦାସ

ଜଳେଶ୍ୱର: ପ୍ରାର୍ଥୀ ଚୟନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କଂଗ୍ରେସ ମୁଖପାତ୍ର ସୁଦର୍ଶନ ଦାସ। ଜଳେଶ୍ୱରରେ କଂଗ୍ରେସ ପ୍ରାର୍ଥୀ ଘୋଷଣା ପରେ ଗତକାଲି ସାମ୍ବାଦିକ ସମ୍ମିଳନୀ କରି ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ କଂଗ୍ରେସ ମୁଖପାତ୍ର ସୁଦର୍ଶନ ଦାସ। ଜଳେଶ୍ୱରସ୍ଥିତ ଦଳୀୟ କାର୍ଯ୍ୟାଳୟରେ ଦଳର … Read More

ବିଜେଡି ଛାଡିଲେ ପୂର୍ବତନ ବିଧାୟକ ବିଜୟ ନାଏକ

ମୟୂରଭଞ୍ଜ: ବିଜେଡି ଛାଡିଲେ କରଞ୍ଜିଆର ପୂର୍ବତନ ବିଧାୟକ ବିଜୟ କୁମାର ନାଏକ । କରଞ୍ଜିଆରୁ ଟିକେଟ୍ ଆଶାୟୀ ଥିଲେ ହେଲେ ଟିକେଟ୍ ନମଳିବାରୁ ନିରାଶ ହୋଇ ଦଳ ଛାଡିଲେ ବିଜୟ । ଦଳ ଛାଡିବା ପରେ ସ୍ୱାଧୀନ ଭାବେ ନିର୍ବାଚନ ଲଢ଼ିବେ … Read More

ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ

କଟକ: ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ । ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ । ବିଭୁତି ମିଶ୍ରଙ୍କୁ ଲୋକସଭା ପ୍ରାର୍ଥୀ କରାନଯିବାରୁ ମେହବୁବ ପ୍ରତିବାଦ କରିଛନ୍ତି। ବିଭୁତିଙ୍କୁ କାହିଁକି ପ୍ରାର୍ଥୀ କରାଗଲାନି କହି ଟିକେଟ … Read More

ମନୀଷ ସିସୋଦିଆଙ୍କୁ ମିଳିଲାନି ଜାମିନ୍‌

ଦିଲ୍ଲୀର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦମୀ ପାର୍ଟିର ବରିଷ୍ଠ ନେତା ମନୀଷ ସିସୋଦିଆଙ୍କୁ ଝଟ୍‌କା। ତାଙ୍କୁ ମିଳିଲାନି ଜାମିନ। ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ସିସୋଦିଆଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଏହାକୁ … Read More

ଜମ୍ମୁ କଶ୍ମୀରରେ ଲଗାଣ ବର୍ଷା ପରେ ଭୂସ୍ଖଳନ, ୫ ମୃତ

ଜମ୍ମୁ କଶ୍ମୀରରେ ପ୍ରବଳ ବର୍ଷା ପରେ ଭୂସ୍ଖଳନ ଓ ବନ୍ୟା କାରଣରୁ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏଥିସହ ଏକାଧିକ ଲୋକ ଆହତ ହୋଇଥିବା ବେଳେ ଅନେକ ଘର କ୍ଷତିଗ୍ରସ୍ତ ହୋଇଛି ଏବଂ ଶହ ଶହ ଲୋକେ ପ୍ରଭାବିତ ହୋଇଛନ୍ତି। … Read More

ସତ୍ୟବାଦୀ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ନାମାଙ୍କନ ଭରିଲେ କଂଗ୍ରେସ ପ୍ରାର୍ଥୀ ମନୋଜ ରଥ

ପୁରୀ: ଏବେ ଚାଲିଛି ନାମାଙ୍କନ ପର୍ବ । ଗତକାଲି ଅନ୍ୟ ଦଳ ଗୁଡିକ ପରେ ଆଜି ସତ୍ୟବାଦୀ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ କଂଗ୍ରେସ ପ୍ରାର୍ଥୀ ମନୋଜ ରଥ ନିଜର ପାର୍ଥିପତ୍ର ଦାଖଲ କରିଛନ୍ତି । ପୁରୀ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ … Read More