ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ କଡାକଡି ହେଲା ସୁରକ୍ଷା ବ୍ୟବସ୍ଥା, ନିୟୋଜିତ ହେବେ ୩୬ହଜାର ପୋଲିସ ଫୋର୍ସ

ଭୁବନେଶ୍ୱର,୩୧।୫: ଓଡ଼ିଶାରେ ଅନୁଷ୍ଠିତ ହେବ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ । ଚତୁର୍ଥ ପର୍ଯ୍ୟାୟ ବା ଶେଷ ପର୍ଯ୍ୟାୟରେ ୬ ଲୋକ ସଭା ଓ ୪୨ ବିଧାନସଭା ଆସନରେ ଶନିବାର ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ ବିଶେଷ ଭାବେ ହିଂସାକାଣ୍ଡକୁ ନଜର ରଖାଯାଇଛି … Read More

ବଢୁଛି ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା; ଦିନକରେ ସୁନ୍ଦରଗଡ଼ ଜିଲ୍ଲାରେ ଗଲାଣି ୧୬ ଜୀବନ!

ରାଉରେକଲା : ରାଜ୍ୟରେ ବଢ଼ିବାରେ ଲାଗିଛି ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା। ସୁନ୍ଦରଗଡ଼ ଜିଲ୍ଲାରେ ଗତକାଲି ଗୋଟିଏ ଦିନରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ରାଉରକେଲା RGHରେ ଚିକିତ୍ସାଧୀନ ଅବସ୍ଥାରେ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲା ଡାକ୍ତରଖାନାରେ … Read More

ପ୍ରଫେସର ଶ୍ୟାମସୁନ୍ଦର ପଟ୍ଟନାୟକ ଓଏସ୍ଓୟୁର କୁଳପତି

ଭୁବନେଶ୍ବର: ସମ୍ବଲପୁରସ୍ଥିତ ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ବବିଦ୍ୟାଳୟ(ଓଏସ୍ଓୟୁ)ର ନୂତନ କୁଳପତି ଭାବେ ପ୍ରଫେସର ଶ୍ୟାମସୁନ୍ଦର ପଟ୍ଟନାୟକ ଆଜି ନିଯୁକ୍ତ ହୋଇଛନ୍ତି। ଓଏସ୍ଓୟୁ ଆଇନ ୨୦୧୪ ଅନୁଯାୟୀ ରାଜ୍ୟପାଳ ରଘୁବର ଦାସ ଆଜି ତାଙ୍କୁ ୩ ବର୍ଷ ପାଇଁ ନିଯୁକ୍ତି ଦେଇଛନ୍ତି। କାର୍ଯ୍ୟରେ … Read More

ଶେଷ ପର୍ଯ୍ୟୟ ମତଦାନ: ପୋଲିଂ କର୍ମଚାରୀ-ମତଦାତାଙ୍କୁ ଅସ୍ତବ୍ୟସ୍ତ କରିପାରେ ଅସହ୍ୟ ତାତି, ଗୁଳୁଗୁଳି

ଭୁବନେଶ୍ବର: ରାଜ୍ୟରେ ଜାରି ରହିଥିବା ଅସହ୍ୟ ତାତି ଓ ଗ୍ରୀଷ୍ମପ୍ରବାହ ଭିତରେ ଶନିବାର ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ହେବ। ରାଜ୍ୟରେ ଅଂଶୁଘାତର ଆତଙ୍କ ଖେଳିଯାଇଥିଲା ବେଳେ ଭୋଟ ପାଇଁ ଗ୍ରୀଷ୍ମ ପ୍ରବାହ ବଡ ଚ୍ୟାଲେଞ୍ଜ ହୋଇପାରେ ବୋଲି ପୂର୍ବାନୁମାନ … Read More

୮୦ ଲକ୍ଷ ଟଙ୍କାର କାର୍‌ ପାଇଁ ପତ୍ନୀଙ୍କୁ ପିଟି ପିଟି ମାରିଦେଲେ, ସ୍ୱାମୀ ଅଟକ

ନୟାଗଡ଼ : ୮୦ ଲକ୍ଷ ଟଙ୍କାର କାର୍‌ କିଣିବାକୁ ମନ ବଳାଇଲେ ଜ୍ୱାଇଁ। ଏଥିପାଇଁ ଶ୍ୱଶୁରଙ୍କଠାରୁ ଟଙ୍କା ଆଣିବାକୁ ପତ୍ନୀଙ୍କ ଉପରେ ପକାଉଥିଲେ ଚାପ । ମାତ୍ର ଟଙ୍କା ନ ମିଳିବାରୁ ପାଲଟିଗଲେ ରାକ୍ଷାସ । ଆଉ ଶିକ୍ଷୟିତ୍ରୀ ପତ୍ନୀଙ୍କୁ ପିଟି … Read More

ସରିଲା ବାହାର ଚନ୍ଦନ ଯାତ୍ରା, ଶ୍ରୀମନ୍ଦିରରେ ଭିତର ଚନ୍ଦନଯାତ୍ରା ଆରମ୍ଭ

ପୁରୀ : ଶ୍ରୀମନ୍ଦିରରେ ଆଜି ଠାରୁ ମହାପ୍ରଭୁଙ୍କ ୨୧ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି। ଏହା ଦେବସ୍ନାନ ପୂର୍ଣ୍ଣମୀ ପୂର୍ବଦିନ ପର୍ଯ୍ୟନ୍ତ ଚାଲିବ। ଆସନ୍ତା ରବିବାର ଜ୍ୟେଷ୍ଠ କୃଷ୍ଣ ଏକଦଶୀରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଜଳକ୍ରୀଡ଼ା କରିବେ। ବୈଶାଖ … Read More

ଟୁଙ୍ଗୁରୁ ଭୋଳ ସମେତ ୧୧ ଗିରଫ, କୋଟିଏରୁ ଅଧିକ ଟଙ୍କାର ପାଇପ ଚୋରି କରିଥିଲେ

ଭୁବନେଶ୍ବର : RWSSର ପାଣି ପାଇପ ଚୋରି କରି ରାଜ୍ୟ ବାହାରକୁ ଚାଲାଣ କରୁଥିବା ଏକ ବଡ଼ ରାକେଟକୁ ଧରିଛି ଭୁବନେଶ୍ୱର ପୁଲିସ୍‌। ଏହି ରାକେଟର ୧୧ ଜଣ ସଦସ୍ୟଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରେ ଅଛନ୍ତି ଆଲୋକ ଭୋଳ … Read More

ପୁଲିସକୁ ଆକ୍ରମଣ ଘଟଣାରେ ୨୨ ମହିଳାଙ୍କ ସମେତ ୩୮ ଗିରଫ

ବାରିପଦା : ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ବେଳପାଳ ଗାଁରେ ପୁଲିସକୁ ଆକ୍ରମଣ ଘଟଣାରେ ୩୮ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରେ ୨୨ ଜଣ ମହିଳା ଅଛନ୍ତି। ଜମି ବିବାଦକୁ ନେଇ ଗତକାଲି ବେଳପାଳ ଗାଁରେ ଜଣେ ବ୍ୟକ୍ତି ଙ୍କୁ … Read More

ଖରାରେ କାମ କରାଇଲେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ହେବ: ଏସଆରସି

ଭୁବନେଶ୍ବର: ଗ୍ରୀଷ୍ମପ୍ରବାହ ସମୟରେ ସବୁଠୁ ସତର୍କ ରହିବାର ସମୟ ହେଉଛି ପୂର୍ବାହ୍ନ ୧୧ଟାରୁ ଅପରାହ୍ଣ ୩ଟା। ଏହି ସମୟ ଭିତରେ ସତର୍କ ରହିଲେ ଅଂଶୁଘାତରୁ ବର୍ତ୍ତି ପାରିବା। ଏନେଇ ସୂଚନା ଦେଇଛନ୍ତି ଏସଆରସି ସତ୍ୟବ୍ରତ ସାହୁ। ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ … Read More

ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ

ଖୋର୍ଦ୍ଧା: ଇଭିଏମ୍‌ ଭଙ୍ଗାରୁଜା ଅଭିଯୋଗ ମାମଲାରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖରାଜ ହୋଇଛି। ଖୋର୍ଦ୍ଧା ଦ୍ବିତୀୟ ଅତିରିକ୍ତ ଜିଲ୍ଲା ଦୌରାଜଜ କୋର୍ଟ ଶୁକ୍ରବାର ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଆଜି ଏଡିଜେ-୨ କୋର୍ଟରେ ଇଭିଏମ୍‌ … Read More