ମତଦାନ ବେଳେ ଅଘଟଣ, ଟଳି ପଡ଼ିଲେ ପୁଲିଂ ଏଜେଣ୍ଟ ଓ ବୃଦ୍ଧା

ଭୁବନେଶ୍ବର : ଆଜି ତୃତୀୟ ପର୍ଯ୍ୟାୟ ମତଦାନ ଥିବା ବେଳେ ଅସହ୍ୟ ଖରା ହେତୁ ଘଟିଛି ଅଘଟଣ । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ମତଦାନ ଚାଲିଥିବା ବେଳେ ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାରେ ଘଟିଛି ଅଘଟଣ। ଏହି ଦୁଇ ଜିଲ୍ଲାରେ … Read More

ଓଡ଼ିଶାରେ ୨୧ଟି ଲୋକସଭା ଆସନରେ ବିଜେପି ଜିତିବ, ବିଧାନସଭାରେ ବହୁମତ ହାସଲ କରିବ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଓଡ଼ିଶାରେ ୨୧ଟି ଲୋକସଭା ଆସନରେ ଭାରତୀୟ ଜନତା ପାର୍ଟି (ବିଜେପି) ଜିତିବ। ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜେପି ବହୁମତ ହାସଲ କରିବ। ଭୁବନେଶ୍ବରର ଚନ୍ଦ୍ରଶେଖରପୁରସ୍ଥିତ ଡିଏଭି ସ୍କୁଲ ମତଦାନ କେନ୍ଦ୍ରରେ ଭୋଟ୍‌ ଦେଲା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଗଣମାଧ୍ୟମକୁ ଏହି … Read More

ରବିବାର ପଶ୍ଚିମବଙ୍ଗ ଉପକୂଳ ଛୁଇଁବ ଭୟଙ୍କର ସାମୁଦ୍ରିକ ଝଡ଼ ‘ରେମାଲ’

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ସନ୍ଧ୍ୟା ସୁଦ୍ଧା ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ୨୬ ତାରିଖ (ରବିବାର) ରାତିରେ ପଶ୍ଚିମବଙ୍ଗ ଓ ବାଂଲାଦେଶର ସଂଲଗ୍ନ ଉପକୂଳରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି। ଏହାର … Read More

ବୁଥ୍‌ରେ ବିଜେପି ପ୍ରାର୍ଥୀ ଉପାସନାଙ୍କୁ ଦୁର୍ବ୍ୟବହାର!

ବ୍ରହ୍ମଗିରି : ମତଦାନ ପାଇଁ ଆସିଥିବା ବେଳେ ନିଜ ବୁଥ୍‌ରେ ବିଜେପି ପ୍ରାର୍ଥୀ ଉପାସନା ମହାପାତ୍ରଙ୍କୁ ଦୁର୍ବ୍ୟବହାର କରାଯାଇଛି! ଦୁର୍ବ୍ୟବହାର କରିଛନ୍ତି ବିଜେଡି ପୋଲିଂ ଏଜେଣ୍ଟ। ଏନେଇ ଉପାସନା ନିଜେ ଅଭିଯୋଗ କରିଛନ୍ତି। ଉପାସନାଙ୍କ ତରଫରୁ ଜଣେ ମହିଳା ସରପଞ୍ଚ ଏନେଇ … Read More

ଛେଣ୍ଡିପଦା ବିଧାୟକଙ୍କ ଦାଦାଗିରି ଘଟଣା: ଏଡିଜି କହିଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ

ସମ୍ବଲପୁର,୨୫।୫: ଛେଣ୍ଡିପଦା ବିଧାୟକ ଭାଜପା କର୍ମୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଶାନ୍ତ କୁମାର ବେହେରା ତାଙ୍କ ନିର୍ବାଚନମଣ୍ଡଳୀର ମତଦାନବେଳେ ଜଣେ ଭାଜପା କର୍ମୀଙ୍କୁ ମାଡ଼ ମାରିଥିବା କୁହାଯାଉଛି। ଏହି ଘଟଣାର ଭିଡିଓ ଫୁଟେଜ ମିଳିଛି। … Read More

ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ୫୯.୭୨ ପ୍ରତିଶତ ମତଦାନ

ଭୁବନେଶ୍ବର: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଯାଇଛି। ତେବେ ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ମୋଟ୍‌ ୫୯.୭୨% ମତଦାନ ହୋଇଛି। ସେହିପରି ଭୁବନେଶ୍ବରରେ ୫୩.୫୪ ପ୍ରତିଶତ ଭୋଟଗ୍ରହଣ ହୋଇଥିବା ବେଳେ କଟକରେ ୫୪.୩୬%, ଢେଙ୍କାନାଳରେ ୬୦.୮୮%, କେନ୍ଦୁଝରରେ ୬୨.୪୩%, … Read More

ଜନଜାତିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ଆନ୍ତରିକତା ନାହିଁ: ସୁନ୍ଦରଗଡ଼ ସାଂସଦ ଜୁଏଲ୍ ଓରାମ

ଭୁବନେଶ୍ବର: ନବୀନ ସରକାର ଜନବିରୋଧୀ। ଜନଜାତିଙ୍କର ବିକାଶ ପାଇଁ ରାଜ୍ୟ ସରକାରଙ୍କ ଆନ୍ତରିକତା ନାହିଁ। ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି ସରକାର ଉପରେ ଏଭଳି ବର୍ଷିଛନ୍ତି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ୍ … Read More

ମତଦାନ କେନ୍ଦ୍ରକୁ ମୋବାଇଲ୍‌ ମନା, ଭୋଟର୍‌ ଅସନ୍ତୁଷ୍ଟ

ଭୁବନେଶ୍ବର: ଲୋକସଭା ନିର୍ବାଚନ ଲାଗି ଆଜି ୫୮ଟି ଆସନରେ ଭୋଟିଂ ଚାଲିଛି। ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି। ଏହାରି ଭିତରେ ମତଦାନ କେନ୍ଦ୍ରକୁ ମୋବାଇଲ ନେବା ପାଇଁ ମନା ହୋଇଛି। ଏହାକୁ ନେଇ ଭୋଟରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। … Read More

ନିର୍ବାଚନରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ଭୋଟ ଗ୍ରହଣ ପାଇଁ ପ୍ରକ୍ରିୟାରେ ତ୍ରୁଟି ରହିଛି: ସମୀର ମହାନ୍ତି

ଭୁବନେଶ୍ବର: ଗୋଟିଏ ବୁଥରେ ସର୍ବନିମ୍ନ ୧୦ ଜଣ ସରକାରୀ ଅଧିକାରୀ ନିୟୋଜିତ ହୋଇଛନ୍ତି। ସେଥିରୁ ୭୦ ଭାଗ ଅଧିକାରୀ ଭୋଟ ଦେଇପାରୁନାହାନ୍ତି। ଭୋଟିଂ କାର୍ଯ୍ୟରେ ନିୟୋଜିତ ମାତ୍ର ୩୦ ଭାଗ ସରକାରୀ କର୍ମଚାରୀ ଭୋଟ ଦେଇପାରୁଛନ୍ତି ବୋଲି ଅଭିଯୋଗ କରିଛି ବିଜେପି। … Read More

ନରସଂହାର, ଜନବିରୋଧୀ ସରକାର ବିରୋଧରେ ଗର୍ଜିଲେ ନକ୍ସଲ

ମାଲକାନଗିରି: କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ଗର୍ଜିଛନ୍ତି ନକ୍ସଲ। ଚଳିତ ମାସ ୨୬ ତାରିଖ ଦିନ ବନ୍ଦ ଡାକରା ଦେଇଛନ୍ତି ନକ୍ସଲ। ବନ୍ଦକୁ ପାଳନ କରିବାକୁ ବହୁ ସ୍ଥନରେ ପୋଷ୍ଟର ଏବଂ ବ୍ୟାନର ମାରି ଲୋକଙ୍କୁ ସମର୍ଥନ କରିବାକୁ ଆହ୍ବାନ … Read More