ରିଗିଂ ସନ୍ଦେହ କରି ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଅପରାଜିତା

ଭୁବନେଶ୍ବର: ସିଏପିଏଫ ମୁତୟନ ପାଇଁ ଅପରାଜିତାଙ୍କ ଚିଠି । ଭୋଟ ରିଗିଂ ରୋକିବାକୁ  ଖୋର୍ଦ୍ଧା ଜିଲ୍ଲାପାଳ ତଥା ରିଟର୍ଣ୍ଣି ଅଫିସରଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା ଷଡଙ୍ଗୀ। ସେ ଏହି ଚିଠିରେ ଲେଖିଛନ୍ତି, ଦୁଇ ଜଣ ଅବସରପ୍ରାପ୍ତ ପୋଲିସ ଅଧିକାରୀଙ୍କୁ ବ୍ୟବହାର … Read More

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ବ ନେଲେ ଅରବିନ୍ଦ ପାଢ଼ୀ

ପୁରୀ  ; ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ବ ନେଲେ ଅରବିନ୍ଦ ପାଢ଼ୀ । ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଛୁଟିରେ ଯାଇଥିବାରୁ ବରିଷ୍ଠ ଆଇଏଏସ ଅଫିସର ଅରବିନ୍ଦ ପାଢ଼ୀଙ୍କୁ ଅତିରିକ୍ତ ଦାୟିତ୍ବ ଦିଆଯାଇଛି । ଆଜି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ … Read More

୨୬ରେ ପ୍ରକାଶ ପାଇପାରେ ମାଟ୍ରିକ ରେଜଲ୍ଟ

କଟକ: ଆସନ୍ତା ୨୬ରେ ପ୍ରକାଶ ପାଇବ ଦଶମ ପରୀକ୍ଷା ଫଳାଫଳ । ୨୬ ତାରିଖ ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବା ବେଳେ ୧୧ଟା ୩୦ ସୁଦ୍ଧା ଛାତ୍ରଛାତ୍ରୀମାନେ ନିଜର ରେଜଲ୍ଟ www.bseodisha.ac.in ରେ ପାଇପାରିବେ । ତେବେ ଯଦି ଇଣ୍ଟରନେଟ୍‌ ସୁବିଧା … Read More

କାଲି ଦେଶରେ ଷଷ୍ଠ ପର୍ଯ୍ୟାୟ ଭୋଟ୍; ୫୮ ଲୋକସଭା ସିଟ୍‌ ପାଇଁ ହେବ ମତଦାନ

ଆସନ୍ତାକାଲି ଦେଶରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଆଠଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ମତଦାନ ହେବ। ମୋଟ୍ ୫୮ଟି ଲୋକସଭା ଆସନ ଲାଗି ମତଦାଧିକାର ସାବ୍ୟସ୍ତ କରିବେ ଭୋଟର । ଭୋଟିଂ ପ୍ରକ୍ରିୟା ସକାଳ ୭ଟାରୁ ଆରମ୍ଭ … Read More

ରାଇରଙ୍ଗପୁରରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନୀ ପ୍ରଚାର

ରାଇରଂଗପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୟୂରଭଂଜ ଜିଲ୍ଲା ରାଇରଙ୍ଗପୁରରେ ନିର୍ବାଚନୀ ପ୍ରଚାର କରିଛନ୍ତି। ବିପୁଳ ଜନସମୁଦ୍ର ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦଳୀୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଆଶୀର୍ବାଦ … Read More

ପିପିଲି-ଆଠଗଡ଼ରେ ପୁଣି ନିର୍ବାଚନୀ ହିଂସା: ୯ରୁ ଅଧିକ ଆହତ, ୩ ଜଣ ଅଟକ

ପୁରୀ/କଟକ: ନିର୍ବାଚନ ପୂର୍ବରୁ କଟକ ଏବଂ ପୁରୀରେ ପ୍ରାକ ନିର୍ବାଚନୀ ହିଂସା। ପୁରୀ ଜିଲ୍ଲା ପିପିଲି ଏବଂ କଟକ ଆଠଗଡ଼ରେ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ପିପିଲି ସହଜପୁର ପଞ୍ଚାୟତ ସୁବଦ୍ଧିପଡ଼ାରେ ବିଜେଡି କର୍ମୀଙ୍କ ଆକ୍ରମଣରେ ମଙ୍ଗଳପୁର ପାଞ୍ଚୟତର ସମିତିସଭ୍ୟ ଗଦାଧର … Read More

ଗତ ୧୦ ବର୍ଷ ମଧ୍ୟରେ କିଛି ବି କାମ କରିନାହାନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର : ପ୍ରଣବ

ଭୁବନେଶ୍ୱର  :  ନିର୍ବାଚନ ସମୟରେ ଶାସକ ଦଳ ଏବଂ ବିପକ୍ଷ ଦଳ ମଧ୍ୟରେ ତର୍କବିତର୍କ ଦେଖିବାକୁ ମିଳୁଛି। ଉଭୟ ଦଳ ଉଭୟଙ୍କୁ ର୍ଟାଗେଟ୍‌ କରିବାରେ ଲାଗିଛନ୍ତି। ଏହି ସମୟରେ ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଟୁଇଟ୍‌ କରି … Read More

ଚଳଚଞ୍ଚଳ ହୋଇଛି ରଥଖଳା

ପୁରୀ : ଚଳଚଞ୍ଚଳ ହୋଇଛି ରଥଖଳା। ନିର୍ମାଣ ଚାଲିଛି ମହାପ୍ରଭୁଙ୍କ ରଥ କାର୍ଯ୍ୟ। ନୃସିଂହ ଚତୁର୍ଦ୍ଦଶୀ ଅବସରରେ ରଥ ନିର୍ମାଣ ପରମ୍ପରାର କୋଣଗୁଜ ଅନୁକୂଳ ହୋଇଥିଲା। ଶ୍ରୀଜିଉମାନଙ୍କର ଯାତଭୋଗ ସରିବା ପରେ ତୁଳସୀ ମାଳ ଓ ଫଳକ ଅନାବରଣ କରି ରୂପକାର … Read More

ବିଜେପିରେ ସାମିଲ ହେଲେ ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ର

ଖୋର୍ଦ୍ଧା : ବିଜେପିରେ ସାମିଲ୍ ହେଲେ ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ର। ଖାଲି ସାମିଲ୍‌ ହୋଇନାହାନ୍ତି, ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ପ୍ରଶାନ୍ତ ଜଗଦ୍ଦେବଙ୍କ ପାଇଁ ପ୍ରଚାର କରିଛନ୍ତି। ଗୋଶାଳା ପଡ଼ିଆରୁ ବାହାରିଥିବା ବିରାଟ୍‌ ରୋଡ୍‌ ଶୋ’ରେ ସେ ସାମିଲ୍ … Read More

ମୁହାଁମୁହିଁ ହେଲେ ଲେଖାଶ୍ରୀ-ପ୍ରତାପ ଷଡଙ୍ଗୀ, ସଭାମଞ୍ଚରେ ଦେଲେ ବଡ଼ ଆହ୍ବାନ

ବାଲେଶ୍ୱର,୨୩।୫: ମୁହାଁମୁହିଁ ହୋଇଛନ୍ତି ବିଜେଡି ଲୋକ ସଭା ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାର ଓ ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ। ଲେଖାଶ୍ରୀଙ୍କ ଭଣ୍ଡବାବା ମନ୍ତବ୍ୟ ପ୍ରସଙ୍ଗରେ ଜବାବ ଦେବା ସହ ନିର୍ବାଚନୀ ସଭାମଞ୍ଚରେ ଖୋଲା ଆହ୍ବନ ଦେଇଛନ୍ତି। ଲେଖାଶ୍ରୀଙ୍କୁ ତାଙ୍କ … Read More