ଅଟକିଛି ଆର୍‌ଏମ୍‌ସି ନିର୍ବାଚନ ବିକାଶ ଦେଖୁନି ସହରର ୧୩୨ ବସ୍ତି, ବାସ କରୁଛନ୍ତି ୪୦ ହଜାର ପରିବାର

ରାଉରକେଲା: ରାଉରକେଲା ଏନ୍‌ଏସିରୁ ପୌରପାଳିକା ଓ ପରେ ମହାନଗର ନିଗମ ଘୋଷଣା ହେଲା। ୱାର୍ଡ ସଂଖ୍ୟା ୪୦କୁ ବୃଦ୍ଧି ପାଇଲା। ଆର୍‌ଏମ୍‌ସି ଅଧୀନରେ ମୋଟ ୧୩୨ ବସ୍ତି ରହିଛି। ବସ୍ତିରେ ୪୦, ୪୮୦ ପରିବାରରେ ମୋଟ ଲୋକସଂଖ୍ୟା ହେଉଛି ୧,୬୪, ୮୬୦ … Read More

ଏବେ ଛକ ଛକରେ ଜଗିଛନ୍ତି ପୁଲିସ

ଭୁବନେଶ୍ବର : ନିର୍ବାଚନ ଓ ସହର ମଧ୍ୟରେ ଘଟୁଥିବା ବିଭିନ୍ନ ଅପରାଧକୁ ପ୍ରତିହତ କରିବା ପାଇଁ ଭୁବନେଶ୍ୱର-କଟକ ଦ୍ୱୈତ ନଗରୀର ପୁଲିସ କମିଶନର ଓ ଭୁବନେଶ୍ୱର ଡିସିପିଙ୍କ ନିର୍ଦ୍ଦେଶ କ୍ରମେ ଭୁବନେଶ୍ୱର ସହରାଞ୍ଚଳ ପୁଲିସ ଜିଲ୍ଲା ତରଫରୁ ଗତକାଲି ସନ୍ଧ୍ୟାରେ କ୍ୟାପିଟାଲ … Read More

ଓଡ଼ିଶାରେ 5-T ନୁହେଁ, ଗୋଟିଏ T ଚାଲିଛି; ତାହା ହେଉଛି ‘ତାମିଲନାଡୁ’: ହିମନ୍ତ ବିଶ୍ୱଶର୍ମା

କେନ୍ଦୁଝର : ଓଡ଼ିଶାରେ 5-T ନୁହେଁ, ଗୋଟିଏ T ଚାଲିଛି। ସେହି Tର ଅର୍ଥ ହେଉଛି ‘ତାମିଲନାଡୁ’। ବିଜେଡିର ଦ୍ୱିତୀୟ କ୍ଷମତା କେନ୍ଦ୍ର ଭାବେ ପରିଚିତ ଭି.କେ. ପାଣ୍ଡିଆନ୍‌ଙ୍କୁ ଆଜି ଏମିତି ଢଙ୍ଗରେ ସମାଲୋଚନା କରିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। … Read More

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ପ୍ରଚାର ସରିଲା: ଶନିବାର ୪୪୭ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୯୪.୪୮ଲକ୍ଷ ଭୋଟର

ଭୁବନେଶ୍ବର : ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭାର ୯୪ଲକ୍ଷ ୪୮ହଜାର ୫୫୩ଜଣ ଭୋଟର ମୋଟ ୪୪୭ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ … Read More

୨୬ ଓ ୨୭ ତାରିଖରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା!

ଭୁବନେଶ୍ବର : ବାତ୍ୟା ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୬ ଓ ୨୭ ତାରିଖରେ କେତେ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ‍ବର୍ଷା ହୋଇପାରେ। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ … Read More

ଛୁରୀ ଦେଖାଇ ୪ଲକ୍ଷ ଲୁଟିନେଲେ

ବଲାଙ୍ଗୀର : ଛୁରୀ ଦେଖାଇ ୪ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଥାନା ପୁଟୁଳାତଳେଇ ନାଲ ନିକଟରେ। ପୁଲିସ ଘଟଣାର ତଦନ୍ତ କରୁଛି। ସୂଚନା ଅନୁଯାୟୀ ପୁତୁଳାତଳେଇ ଗାଁର ଜଗବନ୍ଧୁ ଘିବେଲା ଆଜି ଚାନ୍ଦୋତରା ଷ୍ଟେଟ … Read More

ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୭ ନକ୍ସଲ ନିପାତ

ମାଲକାନଗିରି: ଛତିଶଗଡ଼ର ବସ୍ତର ଅଞ୍ଚଳରେ ନକ୍ସଲମାନଙ୍କର ଆତଙ୍କ ଶେଷ ହେଉ ନାହିଁ। ନକ୍ସଲମାନେ ସବୁବେଳେ ଗ୍ରାମାଞ୍ଚଳରେ କ୍ଷତିକରିବାକୁ ଉଦ୍ୟମ କରୁଛନ୍ତି। ଏହାରି ମଧ୍ୟରେ ସୁରକ୍ଷାକର୍ମୀଙ୍କୁ ବଡ଼ଧରଣର ସଫଳତା ମିଳିଛି। ସୁରକ୍ଷାବଳଙ୍କ ଗୁଳିରେ ୭ ଜଣ ନକ୍ସଲ ନିପାତ ହୋଇଛନତି। ଦନ୍ତେୱାଡା ଏସ୍‌ପି … Read More

ରାଜ୍ୟର ସମସ୍ତ ୨୧ ଲୋକସଭା ଆସନ ବିଜେପିକୁ ଦେବାକୁ ଓଡ଼ିଶାବାସୀଙ୍କ ନିଷ୍ପତ୍ତି: ନଡ୍ଡା

କରଞ୍ଜିଆ: କେନ୍ଦୁଝର ଜିଲ୍ଲା କରଞ୍ଜିଆରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରଚାର କରିଛନ୍ତି। ରାଜ୍ୟର ସମସ୍ତ ୨୧ ଲୋକସଭା ଆସନ ବିଜେପିକୁ ଦେବାକୁ ଓଡ଼ିଶାବାସୀ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିଶ୍ରାମ ଦେଇ ବିଜେପି ସରକାର ଓଡ଼ିଶାରେ … Read More

ସମ୍ଭାବିତ ବାତ୍ୟା ନେଇ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସ୍‌ଆରସି

ଭୁବନେଶ୍ବର: ବାତ୍ୟା ଓ ବର୍ଷା ନେଇ ସ୍ବତନ୍ତ୍ର ରିଲିଫ୍‌ କମିସନରଙ୍କ ତରଫରୁ ସତର୍କ ସୂଚନା ଜାରି କରାଯାଇଛି। ଏସ୍‌ଆରସି ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କତାମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି। ସମ୍ଭାବିତ ବାତ୍ୟାର ଗତିପଥ ନେଇ ରିପୋର୍ଟ ଆସିଛି। … Read More

୧୦ମାସ ପରେ ଜେଲରୁ ବାହାରିଲେ ଛତ୍ରପୁରର ପୂର୍ବତନ ବିଧାୟକ

ଭୁବନେଶ୍ବର: ପୂର୍ବତନ ବିଧାୟକ ନାରାୟଣ ରେଡ୍ଡୀଙ୍କୁ ଜାମିନ ମିଳିବା ପରେ ଜେଲରୁ ବାହାରିଛନ୍ତି । ଗଂଜାମ ଜିଲ୍ଲା ଛତ୍ରପୁରର ପୂର୍ବତନ ବିଧାୟକ ନାରାୟଣ ରେଡ୍ଡୀ ଦୀର୍ଘ ୧୦ମାସ ପରେ ଜେଲରୁ ବାହାରିଛନ୍ତି। ବ୍ରହ୍ମପୁର ଅତିରିକ୍ତ ଜିଲ୍ଲା ଦୌରାଜଜ୍ ତୃତୀୟ ୨୦୨୩ ଜୁଲାଇ … Read More