ପୁରୀ ବାଣ ବିସ୍ଫୋରଣ ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ୨ ମୃତ, ମୃତକଙ୍କ ସଂଖ୍ୟା ୬କୁ ବୃଦ୍ଧି
ଭୁବନେଶ୍ବର/ପୁରୀ: ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଭଉଁରି ନିତି ଚାଲୁଥିବା ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱତନ୍ତ୍ର ରିଲିଫ କମିସନର (ଏସ୍ଆର୍ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ଏଥି ସହିତ ବାଣ … Read More