ପ୍ରଜ୍ଜ୍ୱଳଙ୍କୁ ଜେଜେ ଏଚ୍‌ଡି ଦେବଗୌଡ଼ାଙ୍କ କଡ଼ା ଚେତାବନୀ; ଆତ୍ମସମର୍ପଣ କର

ବେଙ୍ଗାଲୁରୁ : ‘ଆତ୍ମସମର୍ପଣ କର ନହେଲେ ମୋର ଓ ପରିବାର ଲୋକଙ୍କ କ୍ରୋଧର ସମ୍ମୁଖୀନ ହୁଅ।’ ଯୌନ ଶୋଷଣ ମାମଲାରେ ଫସି ଦେଶରୁ ଫେରାର ହୋଇଯାଇଥିବା ସାଂସଦ ପ୍ରଜ୍ଜ୍ୱଳ ରେଭାନ୍ନାଙ୍କୁ ଏଭଳି ଚେତାବନୀ ଦେଇଛନ୍ତି ତାଙ୍କ ଜେଜେ ତଥା ଜେଡିଏସ୍‌ ମୁଖ୍ୟ … Read More

ପଶ୍ଚିମବଙ୍ଗର ନନ୍ଦୀଗ୍ରାମରେ ବିଜେପି କର୍ମୀଙ୍କ ହତ୍ୟା ପରେ ପ୍ରବଳ ବିକ୍ଷୋଭ ଓ ଜଳାପୋଡ଼ା, ପୁଲିସର ଲାଠି ଚାର୍ଜ

କୋଲକାତା : ପଶ୍ଚିମବଙ୍ଗର ନନ୍ଦିଗ୍ରାମରେ ବିଜେପି କର୍ମୀଙ୍କୁ ହତ୍ୟା କରାଯିବା ପରେ ବଡ଼ ବିବାଦ ସୃଷ୍ଟି ହୋଇଛି । ବିଜେପି ପକ୍ଷରୁ ଅଭିଯୋଗ କରାଯାଇଛି ଯେ ଟିଏମସି କର୍ମୀଙ୍କ ଆକ୍ରମଣରେ ଏହାର ଜଣେ କର୍ମୀ ରତିବାଳା ଅରି ନିହତ ହେବା ସହ … Read More

ପାକିସ୍ତାନର ସହାୟତା ଲୋଡ଼ିଥିବାରୁ ଫାରୁକ୍ ଅବଦୁଲ୍ଲାଙ୍କ ବିରୋଧରେ ନିର୍ବାଚନ କମିସନରେ ଅଭିଯୋଗ

ଶ୍ରୀନଗର : ଜାମ୍ମୁ କାଶ୍ମୀରରେ ନ୍ୟାସନାଲ କନଫରେନ୍ସ ସଭାପତି ଫାରୁକ୍ ଅବଦୁଲ୍ଲାଙ୍କ ବିରୋଧରେ ନିର୍ବାଚନ କମିସନରେ ଏକ ଅଭିଯୋଗ ଦାଖଲ କରାଯାଇଛି। ରାଜ୍ୟରେ ସରପଞ୍ଚ ହତ୍ୟା ମାମଲାରେ ପାକିସ୍ତାନରୁ ଅନ୍ତର୍ଜାତୀୟ ତଦନ୍ତ ଦାବି କରିଥିବାରୁ ତାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ … Read More

ଅସୁସ୍ଥ ବାପା ଓ ମା’ଙ୍କୁ ଧରି ପୁଲିସ ଅପେକ୍ଷାରେ ବସିଛି

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସୋସିଆଲ ମିଡିଆରେ ବାପା, ମା’ ସ୍ତ୍ରୀଙ୍କ ସହିତ ବସିଥିବାର ଏକ ଫଟୋ ସେୟାର କରିଛନ୍ତି। ଏହି ଫଟୋ ସେୟାର କରି ଏକ୍ସରେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଲେଖିଛନ୍ତି, ବାପା, ମା’ ଓ ସ୍ତ୍ରୀଙ୍କ ସହିତ ବସି … Read More

ଜୁନ ୪ରେ ସମାଲୋଚକମାନେ ପ୍ରଚୁର ପାଣି ପିଅନ୍ତୁ: ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ: ରାଜନୈତିକ ବିଶ୍ଳେଷକ ପ୍ରଶାନ୍ତ କିଶୋରଙ୍କ ବିବୃତ୍ତିକୁ ନେଇ ଆଜିକାଲି ସବୁଠି ଚର୍ଚ୍ଚା ଜୋର ଧରିଛି | ପ୍ରଶାନ୍ତ ଅନେକ ନ୍ୟୁଜ ଚ୍ୟାନେଲକୁ ସାକ୍ଷାତକାର ଦେଉଛନ୍ତି, ଯେଉଁଥିରେ ତାଙ୍କର ଅନେକ ଦାବି ଟ୍ରେଣ୍ଡ ହେଉଛି | ପ୍ରଶାନ୍ତ କିଶୋର ଦାବି କରିଛନ୍ତି … Read More

IIT ପିଲାଙ୍କୁ ମିଳୁନି ଚାକିରି! ୩୮% ଛାତ୍ରଛାତ୍ରୀ ପାଇଲେନି ପ୍ଲେସମେଣ୍ଟ

ନୂଆଦିଲ୍ଲୀ : ଦେଶର ପ୍ରମୁଖ ଶିକ୍ଷାନୁଷ୍ଠାନ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ୍ ଟେକ୍ନୋଲୋଜି(IIT) ଛାତ୍ରଛାତ୍ରୀଙ୍କୁ ଚାକିରି ମିଳୁନାହିଁ। ପାଖାପାଖି ୩୮ ପ୍ରତିଶତ ପିଲା ୨୦୨୪ରେ ପ୍ଲେସମେଣ୍ଟ ପାଇନଥିବା ବେଳେ ସେମାନେ ବର୍ତ୍ତମାନ ଚାକିରି ସନ୍ଧାନରେ ଥିବା ଏକ ଆରଟିଆଇ ତଥ୍ୟରୁ ଜଣାପଡିଛି। ସୂଚନା … Read More

କେମିକାଲ ଫ୍ୟାକ୍‌ଟ୍ରୀରେ ବିସ୍ଫୋରଣ: ୬ ମୃତ, ୨୫ରୁ ଅଧିକ ଆହତ

ନୂଆଦିଲ୍ଲୀ : ମହାରାଷ୍ଟ୍ରର ଠାଣେ ଜିଲ୍ଲାର ଡୋମ୍ବିୱଲିରେ ଗୁରୁବାର ଏକ କେମିକାଲ ଫ୍ୟାକ୍‌ଟ୍ରୀରେ ବିସ୍ଫୋରଣ ପରେ ନିଆଁ ଲାଗିଯିବାରୁ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ରୁ ଅଧିକ ଆହତ ହୋଇଛନ୍ତି। ଆହୁରି ଅନେକ ଲୋକ ଫସି ରହିଥିବା ସନ୍ଦେହ କରାଯାଉଛି। … Read More

ଭାରତରେ ଡ୍ରୋନ୍ ଉତ୍ପାଦନ କରିବ ଗୁଗଲ, ଚେନ୍ନାଇରେ ସ୍ଥାପନ ହେବ ପ୍ରଥମ ୟୁନିଟ

ନୂଆଦିଲ୍ଲୀ : ଭାରତରେ ଡ୍ରୋନ୍ ଉତ୍ପାଦନ କରିବ ଗୁଗଲ। ଗୁଗଲର ପ୍ୟାରେଣ୍ଟ୍ କମ୍ପାନୀ ଆଲଫାବେଟ ତାମିଲନାଡୁର ଏହାର ସହାୟକ କମ୍ପାନୀ ୱିଙ୍ଗ୍ ଏଲଏଲସି ମାଧ୍ୟମରେ ଡ୍ରୋନ୍ ଉତ୍ପାଦନ ଆରମ୍ଭ କରିବାକୁ ଯାଉଛି। ଭାରତରେ ଏହାର ଫ୍ଲାଗସିପ୍ ପିକ୍ସେଲ ୮ ସ୍ମାର୍ଟଫୋନ୍ ଉତ୍ପାଦନ … Read More

ରାଜଧାନୀରେ ତୃତୀୟ ଥର ପାଇଁ ନବୀନ କଲେ ରୋଡ ସୋ’

ଭୁବନେଶ୍ଵର: ପୁଣି ରାଜଧାନୀରେ ପ୍ରଚାର ମୈଦାନକୁ ଓହ୍ଲାଇଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉତ୍ତର ଭୁବନେଶ୍ବର ନିର୍ବାଚନମଣ୍ଡଳୀରେ କରିଛନ୍ତି ମେଗା ରୋଡ ସୋ’ । ନବୀନଙ୍କ ରୋଡ ସୋ’ ପାଇଁ ଜନସମୁଦ୍ର ପାଲଟିଛି ରାଜଧାନୀର ରାଜରାସ୍ତା। ମୁଖ୍ୟମନ୍ତ୍ରୀଙ୍କ ରୋଡ ସୋ’ ଦେଖିବାକୁ … Read More

କଟକରେ ବିଜେଡିର ବିଶାଳ ଶକ୍ତି ପ୍ରଦର୍ଶନ, କଟକ ସାଂସଦଙ୍କୁ ପାଣ୍ଡିଆନଙ୍କ ଟାର୍ଗେଟ

କଟକ: କଟକରେ ବିଜେଡିର ବିଶାଳ ଶକ୍ତି ପ୍ରଦର୍ଶନ । ବାଲିଯାତ୍ରା ପଡ଼ିଆରେ ସଭାରେ ଉପସ୍ଥିତ ଲକ୍ଷାଧିକ ଲୋକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମ୍ବୋଧନ । ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ଲୋକଙ୍କୁ ପଚାରିଥିଲେ । କହିଛନ୍ତି,ବିଜେଡି ସରକାର ଲୋକଙ୍କୁ ମାଗଣାରେ … Read More