ଇଣ୍ଡିଆ ମେଣ୍ଟ କ୍ଷମତାକୁ ଆସିଲେ ଅଗ୍ନିବୀରଙ୍କୁ ଉଚ୍ଛେଦ କରିବେ: ରାହୁଲ
ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧି ବୁଧବାର କହିଛନ୍ତି ଯେ ଯଦି ଇଣ୍ଡିଆ ମେଣ୍ଟ କ୍ଷମତାକୁ ଆସେ ତେବେ ଅଗ୍ନିବୀର ସାମରିକ ନିଯୁକ୍ତି ଯୋଜନାକୁ ଉଚ୍ଛେଦ କରି ଡଷ୍ଟବିନ୍ ରେ ଫିଙ୍ଗି ଦିଆଯିବ। ଲୋକସଭା ନିର୍ବାଚନ ପାଇଁ ହରିୟାଣାରେ ନିଜର ପ୍ରଥମ ନିର୍ବାଚନୀ … Read More