ଓଡ଼ିଶାର ବିକାଶ ନାଁରେ ବିଶ୍ୱାସଘାତକତା କରିଛି ବିଜେଡି: ମୋଦି
ବାଲେଶ୍ବର: ଆସନ୍ତା ୧ ତାରିଖ ଦିନ ରାଜ୍ୟରେ ଶେଷ ପର୍ଯ୍ୟାୟରେ ୬ଟି ସଂସଦୀୟ କ୍ଷେତ୍ରରେ ଭୋଟ ଗ୍ରହଣ ହେବ । ଏହି ମଧ୍ୟରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ବାରିପଦା ପରେ ବାଲେଶ୍ୱର ଜିଲ୍ଲାର ରେମୁଣାଠାରେ ଏକ … Read More