କାଲି ଓଡିଶା ଆସୁଛନ୍ତି ଜୟଶଙ୍କର, ୫ରେ ନଡ୍ଡାଙ୍କ ଗସ୍ତ

ଭୁବେନଶ୍ବର: ୨୪ ନିର୍ବାଚନ ପାଇଁ ଏବେ ସରଗରମ ପ୍ରଚାର ମଇଦାନ । ନିଜ ନିଜ ଦଳ ପାଇଁ କସରତ କରି ସାଧାରଣ ଜନତାଙ୍କୁ ଉଦ୍ବୋଧନ ଦେଉଛନ୍ତି ବିଭିନ୍ନ ନେତା। ଯାହାକୁ ନେଇ ଆସନ୍ତା କାଲି ୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି … Read More

ରାଏବରେଲିରୁ ନାମାଙ୍କନ ଦାଖଲ କଲେ ରାହୁଲ ଗାନ୍ଧି

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ରାଏବରେଲି ଲୋକସଭା ଆସନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧି ଶୁକ୍ରବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ତାଙ୍କ ସହ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଏବଂ ତାଙ୍କ ମା’ ସୋନିଆ ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ। ନାମାଙ୍କନ … Read More

ବିଜେଡିରେ ସାମିଲ ହେଲେ ଓଡିଆ ଅଭିନେତ୍ରୀ ଜିନା ସାମଲ୍

ଭୁବନେଶ୍ଵର: ବିଜେଡିରେ ସାମିଲ ହେଲେ ଓଡିଆ ଅଭିନେତ୍ରୀ ଜିନା ସାମଲ୍ । ଶଙ୍ଖଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି । ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡି ମିଶ୍ରଣ ପର୍ବରେ ଦଳରେ ସାମିଲ ହୋଇଛନ୍ତି ଜିନା … Read More

ରାହୁଲ ଗାନ୍ଧିଙ୍କ ରାୟଗଡ଼ା ଗସ୍ତ ବାତିଲ

ଭୁବନେଶ୍ୱର  : ରାହୁଲ ଗାନ୍ଧିଙ୍କ ରାୟଗଡ଼ା ଗସ୍ତ ବାତିଲ ।  ଏନେଇ କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି ।  ଉତ୍ତର ପ୍ରଦେଶ ରାୟବରେଲୀରୁ ଲଢ଼ିବେ ରାହୁଲ ଗାନ୍ଧି ।  ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ଆଜି ନାମାଙ୍କନର ଶେଷ ତାରିଖ ଥିବା … Read More

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି

କେନ୍ଦ୍ରାପଡା: ଲାଞ୍ଚ ନେବା ପଡିଲା ମହଙ୍ଗା। ଭିଜିଲାନ୍ସ ଜାଲରେ ପଡିଲେ ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ଦ୍ଵାରା ଗିରଫ ହୋଇଛନ୍ତି। ଜମିଜମା ମାମଲାର ସମାଧାନ ଲାଗି ଲାଞ୍ଚ ନେବା ବେଳେ ଧରାପଡ଼ିଥିବା ଜଣାପଡିଛି। … Read More

ସନ୍ତୋଷଙ୍କୁ ନୀଳଗିରି ପାର୍ଥୀ କଲା ବିଜେପି

ଭୁବନେଶ୍ଵର: ନୀଳଗିରି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ସନ୍ତୋଷ ଖଟୁଆଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ ସନ୍ତୋଷ ଖଟୁଆ । ନୀଳଗିରି ଆସନ ପାଇଁ ଦଳ ସୁକାନ୍ତ ନାୟକଙ୍କୁ … Read More

KARTAVYA NEWS ନାମରେ ଚାଲିଥିବା ୟୁଟ୍ୟୁବ ଚ୍ୟାନେଲର କର୍ତ୍ତବ୍ୟ ଖବରକାଗଜ ସହିତ କୌଣସି ସଂପର୍କ ନାହିଁ

ଭୁବନେଶ୍ବର : ‘କର୍ତ୍ତବ୍ୟ’ ସାପ୍ତାହିକ ସମ୍ବାଦପତ୍ର ହେଉଛି ରାଜ୍ୟର ଅନ୍ୟତମ ଅଗ୍ରଣୀ ସାପ୍ତାହିକ ସମ୍ବାଦପତ୍ର ଯାହାକି ଦୀର୍ଘ ୧୫ ବର୍ଷ ହେବ ନିୟମିତ ଭାବେ ଭୁବନେଶ୍ବରରୁ ପ୍ରକାଶ ପାଇ ଆସୁଛି | ଏହି ସମ୍ବାଦପତ୍ର ନିରପେକ୍ଷ ସାପ୍ତାହିକ ଭାବେ ରାଜ୍ୟର ପାଠକପାଠିକାମାନଙ୍କ … Read More

ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ: ମିଶନଶକ୍ତିର ୨ ସିଆରପିଙ୍କୁ ନିଲମ୍ବନ କଲେ ଜିଲ୍ଲାପାଳ

କେନ୍ଦ୍ରାପଡ଼ା: ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି । ମହାକାଳପଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତାଳସଙ୍ଗା ପଞ୍ଚାୟତରେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ରୋଡ଼ ସୋ … Read More

ମୟୂରଭଞ୍ଜ ଲୋକସଭା ଆସନ ପାଇଁ ଅଞ୍ଜନି ସୋରେନଙ୍କୁ ପ୍ରାର୍ଥୀ କଲା ଜେଏମ୍‌ଏମ୍‌

ରାଇରଙ୍ଗପୁର: ମୟୂରଭଞ୍ଜ ଲୋକସଭା ଆସନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କଲା ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌)। ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ଅଞ୍ଜନୀ ସୋରେନଙ୍କୁ ପ୍ରାର୍ଥୀ କରିଛି ଦଳ। ବିଜେପି ପ୍ରାର୍ଥୀ ନବଚରଣ ମାଝି ଓ ବିଜେଡି … Read More

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆସିଥିଲି ସମସ୍ୟା ବୁଝିବାକୁ, ଆଜି ଆସିଛି ତାର ହିସାବ ଦେବାକୁ: ପାଣ୍ଡିଆନ୍‌

ଘୁ.ଉଦୟଗିରି: କନ୍ଧମାଳ ଜିଲ୍ଲା ଘୁମୁସର ଉଦୟଗିରି ବିଧାନସଭା କ୍ଷେତ୍ର ପାଇଁ ବିଜେଡି ଦଳରୁ ସାଲୁଗା ପ୍ରଧାନ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କନ୍ଧମାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଭାବେ ଡ଼ଃ ଅଚ୍ୟୁତ ସାମନ୍ତ ମଧ୍ୟ ଫୁଲବାଣୀ ଠାରେ ନିଜ … Read More