ବଡ଼ଚଣା ଓ ଓଡ଼ିଶାବାସୀଙ୍କ ସ୍ୱାଭିମାନ ସହ ଧୋକା କରିଛି ବିଜେଡି: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଯାଜପୁର: ଯାଜପୁର ଜିଲ୍ଲା ବଡ଼ଚଣାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଶାଳ ଜନସଭାକୁ ସମ୍ବୋଧିତ କରି ବିଜେଡି ସରକାରକୁ ଟାର୍ଗେଟ କରିଛନ୍ତି। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଅମର ଶତପଥୀଙ୍କ ସହ ବିଜେଡି ଧୋକା କରିଛି। ଏହାସହ ବଡ଼ଚଣା ଓ ଓଡ଼ିଶାବାସୀଙ୍କ ସ୍ୱାଭିମାନ ସହ … Read More