ବିଜେପିରେ ସାମିଲ ହେଲେ ପୂର୍ବତନ ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଅରବିନ୍ଦର ସିଂହ ଲଭଲୀ

ନୂଆଦିଲ୍ଲୀ : କିଛି ଦିନ ତଳେ ହାତ ଛାଡି ଥିଲେ। ଏବେ ପଦ୍ମ ଧରିଲେ ପୂର୍ବତନ ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଅରବିନ୍ଦର ସିଂହ ଲଭଲୀ। ଦିଲ୍ଲୀ ସ୍ଥିତ ବିଜେପି କାର୍ଯ୍ୟାଳୟକୁ ଯାଇ ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ଦିଲ୍ଲୀରେ ଆପ୍‌ … Read More

ଷ୍ଟାର ପ୍ରଚାରକଙ୍କ ନାଁ ଘୋଷଣା କଲା କଂଗ୍ରେସ: ଓଡ଼ିଶା ଆସିବେ ସୋନିଆ, ରାହୁଲ ଓ ପ୍ରିୟଙ୍କା

ଭୁବନେଶ୍ବର : ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ କଂଗ୍ରେସ ପକ୍ଷରୁ ଆଜି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରାଯାଇଛି। ଏଥିରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ସହିତ ସୋନିଆ ଗାନ୍ଧି, … Read More

ଭଡ଼ା ଘରୁ ମିଳିଲା ଯୁବତୀଙ୍କ ମୃତଦେହ; ହତ୍ୟା ଅଭିଯୋଗ

ଭୁବନେଶ୍ବର : ଭଡ଼ା ଘରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଘଟଣାଟି ଘଟିଛି ରାଜଧାନୀ ଭୁବନେଶ୍ୱରରେ। ମୃତ ଯୁବତୀଙ୍କ ନାଁ ବିଷ୍ଣୁପ୍ରିୟା ରାଉତ। ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଭୁବନେଶ୍ୱରର ଭରତପୁର ଥାନା ଅଧୀନ … Read More

କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ

ଭୁବନେଶ୍ବର: ଟିକେଟ ଆଶାରେ ବିଜେଡି ଛାଡ଼ି ବିଜେପିରେ ମିଶିଥିଲେ ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ। ଯାଜପୁର ଜିଲ୍ଲା ବରୀ ଆସନରୁ ବିଜେପି ଟିକେଟ୍ ନ ଦେବାରୁ ଅସନ୍ତୁଷ୍ଟ ହୋଇ ସେ ଦଳରୁ ଇସ୍ତଫା ଦେଇଥିଲେ। ଏବେ କଂଗ୍ରେସରେ ଯୋଗ ଦେଇଛନ୍ତି । … Read More

ବିରୋଧୀ ଦଳର ନେତା କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

କୋରାପୁଟ: ଆଜି ମାରାଥନ୍ ପ୍ରଚାର କ୍ରମରେ କୋରାପୁଟରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏହି ଅବସରରେ ରାଜ୍ୟରେ ଲାଗୁ ହୋଇଥିବା ସମସ୍ତ ସରକାରୀ ଯୋଜନା ସଫଳତା କଥା କହିବା ସହ ବିରୋଧୀଙ୍କୁ … Read More

ଉପରବେଳା ନଡ୍ଡା ଆସିବେ, ରାତିରେ ମୋଦି

ଭୁବନେଶ୍ବର : ରାଜ୍ୟରେ ନିର୍ବାଚନୀ ମାହୋଲ ସରଗରମ ରହିଥିବାବେଳେ ଆସନ୍ତାକାଲି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ନିର୍ବାଚନୀ ଉଷ୍ମତାକୁ ବଢ଼ାଇ ଦେଇଛି । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଅପରାହ୍ନରେ … Read More

ସୁଚରିତାଙ୍କ ଟିକେଟ ଫେରାଇବା ନେଇ ଅଜୟ କୁମାରଙ୍କ ପ୍ରତିକ୍ରିୟା

ପୁରୀ : ପ୍ରଚାର ପାଇଁ ପାଣ୍ଠିର ଅଭାବ ପଡ଼ିବାରୁ କଂଗ୍ରେସର ପୁରୀ ଲୋକସଭା ପ୍ରାର୍ଥୀ ସୁଚରିତା ମହାନ୍ତି ଟିକେଟ ଫେରାଇ ଦେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଏହି ପ୍ରସଙ୍ଗରେ ବଡ଼ ବୟାନ ଦେଇଛନ୍ତି ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଭାରୀ … Read More

‘ତଥ୍ୟ ଲୁଚାଇଛନ୍ତି ଶାରଦା ନାୟକ; ତାଙ୍କ ନାମାଙ୍କନ ରଦ୍ଦ କରାଯାଉ’

ରାଉରେକଲା : ନାମାଙ୍କନପତ୍ର ଦାଖଲ ବେଳେ ସମ୍ପୂର୍ଣ୍ଣ ତଥ୍ୟ ଦେଇନାହାନ୍ତି ରାଉରକେଲା ବିଜେଡି ପ୍ରାର୍ଥୀ ଶାରଦା ନାୟକ। ସେ ଅନେକ ତଥ୍ୟ ଲୁଚାଇଛନ୍ତି। ନିଜ ନାଁରେ ଥିବା ୨ଟି ଫୌଜଦାରୀ ମାମଲା ସଂପର୍କରେ ସେ ସତ୍ୟପାଠରେ କୌଣସି ତଥ୍ୟ ଦେଇନାହାନ୍ତି। ତେଣୁ … Read More

୪ ଲୋକସଭା ଆସନର ୩୭ ସାଂସଦ ପ୍ରାର୍ଥୀଙ୍କ ମଧ୍ୟରୁ ୧୭ଜଣ କୋଟିପତି

ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ୪ ଲୋକସଭା ଆସନ ବ୍ରହ୍ମପୁର, କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁରର ପାଇଁ ନାମାଙ୍କନ ଦାଖଲ କରିଥିବା ୩୭ ପ୍ରାର୍ଥୀଙ୍କ ସତ୍ୟପାଠ ଆଧାରରେ ‌କେତେକ ଗୁରୁତ୍ବପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ପ୍ରଥମ ପର୍ଯ୍ୟାୟ … Read More

ଓଡ଼ିଶାରେ ପ୍ରତିଷ୍ଠା ହେବ ଗ୍ରୀନ୍‌ ହାଇଡ୍ରୋଜେନ ଓ ଗ୍ରୀନ୍‌ ଆମୋନିଆ ପ୍ରକଳ୍ପ

ଭୁବନେଶ୍ବର :ଓଡ଼ିଶାରେ ଗ୍ରୀନ୍‌ ହାଇଡ୍ରୋଜେନ ଓ ଗ୍ରୀନ୍‌ ଆମୋନିଆ ପ୍ରକଳ୍ପ କରିବ ଗୁରୁଗ୍ରାମ ଭିତ୍ତିକ ହାଇଜେନକୋ ଗ୍ରୀନ୍‌ ଏନର୍ଜୀ। ଟାଟା ଷ୍ଟିଲ ଏସ୍ଇଜେଡର ଗୋପାଳପୁର ଶିଳ୍ପ ପାର୍କରେ ସ୍ଥାପନ କରିବ ୧ ନିୟୁତ ଟନ କ୍ଷମତା ବିଶିଷ୍ଟ ଗ୍ରୀନ୍‌ ଆମୋନିଆ ପ୍ରକଳ୍ପ। … Read More