ଶକ୍ତି ଦେଖାଇ ସମୀରଙ୍କ ସମର୍ଥକଙ୍କ ଇସ୍ତଫା; ଦେଲେ ୨୪ ଘଣ୍ଟା ସମୟ
ଭୁବନେଶ୍ବର : ଶକ୍ତି ପ୍ରଦର୍ଶନ କରି ବିଜେଡି ଛାଡ଼ିଲେ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କ ସମର୍ଥକ। ସମୀରଙ୍କ ଉପସ୍ଥିତିରେ ଭରା ସଭାରେ ସମର୍ଥକମାନେ ଇସ୍ତଫା ନେଇ ଘୋଷଣା କରିଛନ୍ତି। ଆଉ ନିଷ୍ପତ୍ତି ନେବା ପାଇଁ ସମୀରଙ୍କୁ ୨୪ ଘଣ୍ଟା ସମୟ … Read More