ଭୋଟ ଦେଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ- ମତଦାନ ସାମାନ୍ୟ ଦାନ ନୁହେଁ
ଅହମ୍ମଦାବାଦ : ଆଜି ଦେଶରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ମତଦାନ। ଦେଶର ୯୪ ସିଟ୍ ପାଇଁ ମତଦାନ ହେଉଥିବା ବେଳେ ଭୋଟ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅହମ୍ମଦାବାଦର ନିଶାନ୍ ହାୟର ସେକେଣ୍ଡାରୀ ସ୍କୁଲ ବୁଥରେ ଆଜି … Read More