ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ୯ ମାଓବାଦୀଙ୍କ ଆତ୍ମସମର୍ପଣ
ବୌଦ୍ଧ: ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ୯ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ଭିତରେ ୨ ମହିଳା ମାଓବାଦୀ ଥିବା ଜଣାଯାଇଛି।ସମସ୍ତ ୯ ମାଓବାଦୀ ଛତିଶଗଡ଼ ଦନ୍ତେୱାଡ଼ା ଜିଲ୍ଲାର ବୋଲି ସୂଚନା ରହିଛି। ସେମାନେ ମୁଖ୍ୟ ସ୍ରାତରେ ସାମିଲ ହେବାକୁ ଆତ୍ମସମର୍ପଣ କରିବାକୁ … Read More